Latest Odisha News
Browsing Tag

DRDO

ଏପିଜେ କଲାମ ଦ୍ୱୀପରୁ ’ଅଗ୍ନି ପ୍ରାଇମ୍’ ବାଲିଷ୍ଟିକ ମିସାଇଲର ସଫଳ ପରୀକ୍ଷଣ

ଭୁବନେଶ୍ୱର: ଡିଆରଡିଓ ପକ୍ଷରୁ ଡକ୍ଟର ଏପିଜେ ଅବ୍ଦୁଲ କଲାମ ଦ୍ୱୀପରୁ ବାଲିଷ୍ଟିକ ମିସାଇଲ୍ ’ଅଗ୍ନି ପ୍ରାଇମ୍’ର ସଫଳ ପରୀକ୍ଷଣ କରାଯାଇଛି । ବିମାନରୁ ରାତିରେ ହୋଇଥିବା ପରୀକ୍ଷଣରେ ବାଲିଷ୍ଟିକ ମିସାଇଲ୍ ’ଅଗ୍ନି ପ୍ରାଇମ୍’ସମସ୍ତ ଟାର୍ଗେଟକୁ ଧ୍ୱଂସ କରି ଦେଇଛି । ତିନିଥର ସଫଳ ପରୀକ୍ଷଣ…

ଭିଏଲ-ଏସଆର ସାମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ବର: ଓଡ଼ିଶା ଉପକୂଳ ଚାନ୍ଦିପୁର ସ୍ଥିତ ସମନ୍ବିତ ପରୀକ୍ଷଣ ଘାଟୀ (ଆଇଟିଆର) ଠାରେ ଭୂପୃଷ୍ଠରୁ ଆକାଶକୁ ମାଡ଼ କରାଯାଇପାରୁଥିବା ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (ଭିଏଲ-ଏସଆର ସାମ୍)ର  ଉତକ୍ଷେପଣ କରାଯାଇଛି । ୨୪ ଜୁନ୍ ୨୦୨୨ରେ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ…

ଅଗ୍ନି ପ୍ରାଇମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର: ଭାରତ ଶନିବାର ସଫଳତାର ସହ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି । ଏହି ମିଶାଇଲର ପରୀକ୍ଷଣ ଓଡ଼ିଶାର ବାଲେଶ୍ୱର ଠାରେ କରାଯାଇଥିଲା । ଅଗ୍ନି ପ୍ରାଇମ୍ ମିଶାଇଲ୍ ଅଗ୍ନି ସିରିଜର ଏକ ଆଧୁନିକ ମିସାଇଲ୍ ଅଟେ । ଜାତୀୟଗଣମାଧ୍ୟମ ସୂଚନା ଅନୁସାରେ ଏହା ୧୦୦୦ରୁ ୨୦୦୦…

ଡିଆରଡିଓ ତଥ୍ୟ ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ପ୍ରତିରକ୍ଷା ବିଭାଗର ଗୁପ୍ତ ତଥ୍ୟ ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜି ଅଭୟଙ୍କ ନିର୍ଦ୍ଦେଶରେ କ୍ରାଇମବ୍ରାଞ୍ଚ ଏହି ତଦନ୍ତ ଭାର ନେଇଛି । ମାମଲାର ତଦନ୍ତ ପାଇଁ ଅତିରିକ୍ତ ଏସ୍‌ପି ପ୍ରଶାନ୍ତ ବିଷୋୟୀଙ୍କ ନେତୃତ୍ବରେ ୪ ଜଣିଆ ଟିମ୍‌ ଗଠନ ହୋଇଛି । ତଦନ୍ତ…

ଡିଆର୍‌ଡିଓର କରୋନା ଔଷଧ ଟୁ-ଡିଜି ର ହେଲା ମୂଲ୍ୟ ଧାର୍ଯ୍ୟ; ଜୁନ୍‌ରେ ହୋଇପାରେ ଲଞ୍ଚ

ନୂଆଦିଲ୍ଲୀ: ରିପୋର୍ଟ ଅନୁଯାୟୀ ଡିଆର୍‌ଡିଓର କରୋନା ଔଷଧ ଟୁ-ଡିଜି ର ମୂଲ୍ୟ ଫାର୍ମା ପ୍ରମୁଖ ଡା. ରେଡ୍ଡୀଙ୍କ ଲାବୋରେଟୋରୀ ଦ୍ବାରା ନିର୍ଦ୍ଧାରଣ କରାଯାଇଛି। ଏହାର ମୂଲ୍ୟ ୯୯୦ ଟଙ୍କା ଧାର୍ଯ୍ୟ କରାଯାଇଛି। ତେବେ ସରକାରୀ ଡାକ୍ତରଖାନା ଦ୍ୱାରା ରିହାତି ମୂଲ୍ୟରେ ଏହି ଔଷଧ ଯୋଗାଇ ଦିଆଯିବ…

ଓଡ଼ିଶାରେ ୭ ଅକ୍ସିଜେନ୍ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଡିଆରଡିଓ

ଭୁବନେଶ୍ୱର: କରୋନା ରୋଗୀଙ୍କ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ କରିବା ପାଇଁ ପ୍ରତିରକ୍ଷା ଅନୁସନ୍ଧାନ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଓଡ଼ିଶାରେ ୭ଟି ପ୍ଲାଣ୍ଟ ସ୍ଥାପନ ଲାଗି ନିଷ୍ପତ୍ତି ହୋଇଛି। ଏନେଇ ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ନ୍ୟାସନାଲ୍ ହାଇଓ୍ବେ ଅଥୋରିଟି ଅଫ୍…

କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ 2-DG ଔଷଧ ବ୍ୟବହାର ପାଇଁ DCGIର ଅନୁମତି

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଜରୁରୀକାଳୀନ ବ୍ୟବହାର ପାଇଁ ଡିସିଜିଆଇ ଆଉ ଏକ ଔଷଧକୁ ଅନୁମତି ଦେଇଛନ୍ତି । ଡିଆରଡିଓ ପ୍ରସ୍ତୁତ କରିଥିବା ଥେରାପୁଟିକ ଆପ୍ଲିକେସନ୍ ଅଫ୍ ଡ୍ରଗ୍-୨ ଡେକ୍ସି-ଡି-ଗ୍ଲୁକ୍ଲୋଜ୍ (2-DG)କୁ ଅନୁମତି ମିଳିଛି । ମଧ୍ୟମରୁ ଗୁରୁତର କୋଭିଡ୍…

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଆଜି ଅସ୍ତ୍ର ମାର୍କ-୨ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର: ଆଜି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଅତ୍ୟାଧୁନିକ ମିସାଇଲ୍ ଅସ୍ତ୍ର ମାର୍କ-୨ର ପରୀକ୍ଷଣ । ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ଏହାର ପ୍ରଥମ ଉତକ୍ଷେପଣ କରାଯିବ । ଏୟାର-ଟୁ-ଏୟାର ଅର୍ଥାତ ଆକାଶରୁ ଆକାଶ ମାର୍ଗରେ ଏହା…

ବିଧ୍ୱଂସୀ ‘ନାଗ’ ଆଣ୍ଟି-ଟ୍ୟାଙ୍କ ଗାଇଡ୍ ମିସାଇଲର ସଫଳ ପରୀକ୍ଷଣ କଲା ଭାରତ

ନୂଆଦିଲ୍ଲୀ: ଭାରତ ଏବଂ ଚୀନ୍ ସୀମାରେ ଚାଲିଥିବା ତିକ୍ତତା ସମୟରେ କ୍ଷେପଣାସ୍ତ୍ର ପରୀକ୍ଷଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଭାରତ । ଆଜି ସଫଳତାର ସହ 'ନାଗ' ଆଣ୍ଟି-ଟ୍ୟାଙ୍କ ଗାଇଡ୍ କ୍ଷେପଣାସ୍ତ୍ରର ଅନ୍ତିମ ପର୍ୟ୍ୟାୟକୁ ପରୀକ୍ଷଣ କରିଛି । ସକାଳ ୬ଟା ୪୫ ମିନିଟରେରେ ରାଜସ୍ଥାନର ପୋଖରାନ୍…

ଓଡିଶା ତଟରେ ପରମାଣୁ ସାମର୍ଥ୍ୟ ଶୌର୍ଯ୍ୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ଵର: ଚୀନ୍ ସହିତ ସୀମା ବିବାଦ ଭିତରେ ଭାରତ ଶନିବାର ଦିନ ଓଡିଶା ଉପକୂଳରେ ଆଣବିକ ସକ୍ଷମ ଶୌର୍ଯ୍ୟ କ୍ଷେପଣାସ୍ତ୍ରର ଏକ ନୂତନ ସଂସ୍କରଣକୁ ସଫଳତାର ସହ ପରୀକ୍ଷଣ କରିଛି। ଏହି କ୍ଷେପଣାସ୍ତ୍ରର ନୂତନ ସଂସ୍କରଣ, ଯାହା ପ୍ରାୟ ୮୦୦ କିଲୋମିଟର ଦୂରତ୍ୱରେ ଲକ୍ଷ୍ୟଭେଦ କରିପାରିବ ।…