Latest Odisha News

BREAKING NEWS

Browsing Tag

Driver

ଡ୍ରାଇଭର ଆନ୍ଦୋଳନ ନେଇ ବାଚସ୍ପତିଙ୍କ ରୁଲିଂ, କାଲି ଗୃହରେ ଉତ୍ତର ରଖିବେ ପରିବହନ ମନ୍ତ୍ରୀ

ଭୁବନେଶ୍ବର: ଡ୍ରାଇଭର ସଂଘର ରାଜ୍ୟବ୍ୟାପୀ ଧର୍ମଘଟ ନେଇ ବିଧାନସଭାରେ ଆଜି ସରଗରମ ପରିସ୍ଥିତିଦେଖିବାକୁ ମିଳିଥିଲା  ।  ଏହା ପରେ ଡ୍ରାଇଭର ଆନ୍ଦୋଳନ ନେଇ ଆଜି ରୁଲିଂ ଦେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଆନ୍ଦୋଳନରତ ଡ୍ରାଇଭରଙ୍କ ସହ ଆଲୋଚନା କରି ଆସନ୍ତାକାଲି ଗୃହରେ ବିବୃତି…

ସଇତାନ ସାଜିଲା ରାପିଡୋ ଡ୍ରାଇଭର, ନିଶା ଅବସ୍ଥାରେ ଯୁବତୀଙ୍କୁ କଲା ଦୁଷ୍କର୍ମ

ନୂଆଦିଲ୍ଲୀ : କେରଳର ଜଣେ ୨୨ ବର୍ଷୀୟ ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି  । ରାପିଡୋ ଆପ୍‌ର ଡ୍ରାଇଭର ଓ ତାର ସହଯୋଗୀ ସହ ମିଶି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି  ।  ଦୁଷ୍କର୍ମର ଶିକାର ହୋଇଥିବା ୨୨ ବର୍ଷୀୟ ଯୁବତୀ ଜଣଙ୍କ ତାଙ୍କ ଅଭିଯୋଗରେ କହିଛନ୍ତି ଯେ ଶୁକ୍ରବାର ସେ ତାଙ୍କର…

୯ ଦଫା ଦାବିରେ ଦଣ୍ଡ ପ୍ରଣାମ ପଦଯାତ୍ରା କଲା ଡ୍ରାଇଭର ମହାସଂଘ

କାମାକ୍ଷାନଗର : ଡ୍ରାଇଭର ମହାସଂଘ ପକ୍ଷରୁ ୯ ଦଫା ଦାବି ପୂରଣ ନେଇ ଦଣ୍ଡ ପ୍ରଣାମ ପଦଯାତ୍ରା । ରାଜ୍ୟର ସମସ୍ତ ବ୍ଲକରେ ୯ ଦଫା ଦାବି ପୂରଣ ନେଇ ନିଆରା ପ୍ରତିବାଦ ଦେଖିବାକୁ ମିଳିଛି । କାମାକ୍ଷାନଗର ହନୁମାନ ବଜାର ଠାରୁ ଆରମ୍ଭ କରି ଦଣ୍ଡ ପ୍ରଣାମ ପଦଯାତ୍ରାରେ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ବିଦ୍ୟୁତ ନେଲା ଡ୍ରାଇଭରଙ୍କ ଜୀବନ

ଯାଜପୁର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗାଡି ଡ୍ରାଇଭରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ସିଙ୍ଗଡ଼ା ଛକରେ ଦେଖିବାକୁ ମିଳିଛି । ମୃତ ଡ୍ରାଇଭର ଜଣକ ହେଲେ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ବୋଲି ଜଣାପଡିଛି । ସୁରେଶ ଏକ ୧୪ ଚକିଆ ଟ୍ରକ୍…

ଭଡାରେ କାର ନେଲେ, ଡ୍ରାଇଭରକୁ ମର୍ଡର କଲେ

କୋରାପୁଟ: ଭୁବନେଶ୍ୱରରୁ ଗାଡି ଭଡା ନେଇ ଯାଇଥିବା ଡ୍ରାଇଭରଙ୍କୁ କୋରାପୁଟରେ ନିର୍ମମ ଭାବେ ହତ୍ୟା । ମୃତକଙ୍କ ନାଁ ସୁଧୀର କୁମାର ସାହୁ ବୋଲି ଜଣାପଡିଛି । ସେ ଦୁଇ ଦିନ ତଳେ ଦୁଇ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋରାପୁଟ ଯାଇଥିବା ବେଳେ ଗତକାଲିଠାରୁ ତାଙ୍କ ଫୋନ ସୁଇଚ ଅଫ୍ ଆସିଥିଲା ।…

ନଦୀରେ ଭାସିଗଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ରାଉରକେଲା:ନଦୀର ପ୍ରଖର ସ୍ରୋତରେ ଭାସିଗଲା ଆମ୍ବୁଲାନ୍ସ । ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର । ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ ଗୁରୁଣ୍ଡିଆ ନାଳରେ । ଶନିବାର ସକାଳେ ଆମ୍ବୁଲାନ୍ସ ଡ୍ରାଇଭର ଆମ୍ବୁଲାନ୍ସ ଧୋଉଥିବା ବେଳେ ହଠାତ ପାହାଡ ପାଣି ନାଳକୁ ମାଡି…

କୋର୍ଟକୁ ଟଣାହେଲେ ମଦ୍ୟପ ଗାଡି ଚାଳକ

କଟକ: ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଇ ଗିରଫ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଶନିବାର ଦିନ ପୋଲିସ ପକ୍ଷରୁ କୋର୍ଟ ଚାଲାଣ କରାଯିବ । ଅଭିଯୁକ୍ତ ରାକେଶ ପଣ୍ଡାକୁ ଶୁକ୍ରବାର ଦିନ କଟକ ଚାଉଳିଆଗଞ୍ଜ ଅଞ୍ଚଳର ନୂଆବଜାରରୁ ଗିରଫ କରାଯାଇଥିଲା । ଗତକାଲି ବିଳମ୍ବିତ ରାତିରେ ରାକେଶ ନିଶାଶକ୍ତ ହୋଇ…