Latest Odisha News
Browsing Tag

DroupadiMurmu

ସର୍ବସାଧାରଣ ପାଇଁ ମଙ୍ଗଳବାରଠାରୁ ଖୋଲିବ ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଉଦ୍ୟାନ ଉତ୍ସବ ୨୦୨୩ର ଉଦ୍‌ଘାଟନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଥିବା ଐତିହାସିକ ମୋଗଲ ଗାର୍ଡେନର ନାମ ବଦଳାଇ ଶନିବାର ଏହାର ନୂତନ ନାମ ରଖାଯାଇଥିଲା ‘ଅମୃତ ଉଦ୍ୟାନ’। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ଅମୃତ ଉଦ୍ୟାନ’ ପରିଦର୍ଶନ…

ପରିବର୍ତ୍ତନ ହେଲା ଉଦ୍ୟାନ ନାମ, ଆଜି ରାଷ୍ଟ୍ରପତି ଉଦ୍‌ଘାଟନ କରିବେ ଉଦ୍ୟାନ ଉତ୍ସବ

ନୂଆଦିଲ୍ଲୀ:ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍ୟାନ ଉତ୍ସବ -୨୦୨୩କୁ ଉଦ୍‌ଘାଟନ କରିବେ। ଜାନୁଆରି ୩୧ ରୁ ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଏହି ଉଦ୍ୟାନ ଖୋଲାରହିବ । ରାଷ୍ଟ୍ରପତି ଭବନ ଉଦ୍ୟାନ ପରିଦର୍ଶନ କରିବା ପାଇଁ ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ ଅଲଗା ଅଲଗା…

ପ୍ରାର୍ଥୀପତ୍ର ଦାଖଲ କଲେ ଦ୍ରୌପଦୀ, କାହା ସପକ୍ଷରେ ଯିବ ନିର୍ବାଚନ, କ’ଣ କହୁଛି ଗଣିତ?

ନୂଆଦିଲ୍ଲୀ: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଆଜି ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି…