Latest Odisha News

BREAKING NEWS

Browsing Tag

Drugs Controller General of India

କରୋନା ଟିକା ଉପରେ ଆଜି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରେ DCGI

ନୂଆଦିଲ୍ଲୀ: ଦେଶରେ କରୋନା ଟିକା ପ୍ରଦାନ ଉପରେ ଆଜି ମିଳିପାରେ ଖୁସି ଖବର । ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରେ ଭାରତୀୟ ଔଷଦ ନିୟାମକ ବା DCGI । ଆଜି ସକାଳ ୧୧ଟାରେ ଏଥିପାଇଁ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି DCGI । ଏଥିରେ ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମତି ଦେବା ନେଇ ଘୋଷଣା…

ଭାରତରେ ‘କୋଭିସିଲଡ୍’ ଟିକାର ଜରୁରିକାଳୀନ ବ୍ୟବହାର ଅନୁମତି ମାଗିଲା ସେରମ୍ ଇନଷ୍ଟିଚ୍ୟୁଟ

ନୂଆଦିଲ୍ଲୀ: ଫାଇଜର ପରେ ସେରମ୍ ଇନଷ୍ଟିଚ୍ୟୁଟ୍ । ଭାରତରେ କୋଭିସିଲ୍ଡ ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଛି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ସହ ମିଶି କୋଭିସିଲ୍ଡ ଟିକା ବିକଶିତ କରୁଛି ସେରମ୍ । ଜରୁରୀ ବ୍ୟବହାର କରିବାକୁ କମ୍ପାନୀ ଡ୍ରଗ୍ସ…

ଭାରତରେ ଜରୁରୀ ଟିକାକରଣ ଅନୁମତି ମାଗିଲା ଫାଇଜର୍

ନୂଆଦିଲ୍ଲୀ: ଭାରତରେ ଟିକାକରଣ ପାଇଁ ଅନୁମତି ମାଗିଛି ଆମେରିକୀୟ ଟିକା ନିର୍ମାତା କମ୍ପାନୀ ଫାଇଜର। ଏନେଇ ଡ୍ରଗ୍‌ସ୍‌ କଣ୍ଟ୍ରୋଲର୍‌ ଜେନେରାଲ୍‌ ଅଫ୍‌ ଇଣ୍ଡିଆ(DCGI) ଅନୁମୋଦନ ପାଇଁ ଆବେଦନ କରିଛି ଫାଇଜର । ଏହି ଟିତା ୯୫ ପ୍ରତିଶତ ସୁରକ୍ଷିତ ବୋଲି ଟ୍ରାଏଲ ବେଳେ ଦାବି କରିଥିଲା କମ୍ପାନୀ ।…