Latest Odisha News

BREAKING NEWS

Browsing Tag

Dubai

ଭୁବନେଶ୍ୱରରୁ ଦୁବାଇ ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିଲା ବିମାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଭୁବନେଶ୍ୱରରୁ ଦୁବାଇ ବିମାନ ଉଡ଼ାଣର ଶୁଭାରମ୍ଭ କରିଛନ୍ତି । ୧୭୦ ଯାତ୍ରୀଙ୍କୁ ନେଇ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଦୁବାଇ ଅଭିମୁଖେ ଉଡ଼ାଣ କରିଛି ଇଣ୍ଡିଗୋ…

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ସେବା

ଭୁବନେଶ୍ୱର: ଭୁବନେଶ୍ୱରରୁ ଆରମ୍ଭ ହେବ ଅନ୍ତର୍ଜାତୀୟ ଉଡ଼ାଣ । ବିଦେଶକୁ ଭୁବନେଶ୍ୱରରୁ ପ୍ରଥମ ବିମାନ ଦୁବାଇକୁ ସୋମବାର ଉଡ଼ାଣ କରିବ । ଇଣ୍ଡିଗୋ ଏୟାରବସ୍-୩୨୦ ବିମାନ ସପ୍ତାହକୁ ୩ ଥର ଦୁବାଇକୁ ଉଡ଼ାଣ ଭରିବ । ଏପ୍ରିଲ୍ ୧ ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ବିକ୍ରିର…

ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆସନ୍ତା ମାସରୁ ଦୁବାଇକୁ ଉଡ଼ିବ ବିମାନ । ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇ ପାରିବେ ଯାତ୍ରୀ । ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରୁ…

ମେ’ରୁ ଭୁବନେଶ୍ୱରରୁ ଉଡ଼ିବ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର: ଖୁବଶୀଘ୍ର ଭୁବନେଶ୍ୱରରୁ ଉଡ଼ିବ ଅନ୍ତର୍ଜାତୀୟ ବିମାନ । ଆସନ୍ତା ମେ ମାସରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିଦେଶକୁ ବିମାନ ଉଡ଼ାଣ କରିବ । ଏନେଇ ରାଜ୍ୟ ସରକାର ଏମଓୟୁ ସ୍ୱାକ୍ଷର କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର…

ଏୟାର ଇଣ୍ଡିଆ ବିମାନରୁ ମିଳିଲା ସାପ, ତଦନ୍ତ ନିର୍ଦ୍ଦେଶ ଦେଲା ଡିଜିସିଏ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନରେ ସାପ । ବିମାନଟି କେରଳରୁ ଦୁବାଇ ଅଭିମୁଖେ ଯାଉଥିଲା । ତେବେ ସାପଟି କାର୍ଗୋ ହୋଲ୍ଡ ଭିତରେ ଥିଲା । ବି ୭୩୭-୮୦୦ ଏୟାରକ୍ରାଫ୍ଟ କାଲିକଟରୁ ଦୁବାଇ ପହଞ୍ଚିବା ପରେ ସାପଟିକୁ ସୁରକ୍ଷିତ ଭାବେ ବାହାର କରାଯାଇଛି । ଡିଜିସିଏ ଏହି ଘଟଣାରେ ତଦନ୍ତ…

ଓଡ଼ିଶାରେ ହେବ ୨୧,୮୦୦ କୋଟି ଟଙ୍କାର ପୁଞ୍ଜିନିବେଶ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଗତକାଲି  ଦୁବାଇରେ ଆୟୋଜିତ ହୋଇଥିବା  ‘ଓଡ଼ିଶା ଇନଭେଷ୍ଟର୍ସ ମିଟ’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପ ପାଇଁ ଶିଳ୍ପପତିମାନେ ୨୧୮୦୦କୋଟି ଟଙ୍କାର ପୁଞ୍ଜିନିବେଶ ଓଡ଼ିଶାରେ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଶିଳ୍ପପତିମାନେ…

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଦୁବାଇରେ ନବୀନଙ୍କ ଆହ୍ୱାନ, କହିଲେ- ୨୦ ବର୍ଷରେ କେମିତି ବଦଳିଛି ଓଡ଼ିଶା ?

ଭୁବନେଶ୍ୱର: ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଟାଲି ପରେ ଦୁବାଇରେ ପହଞ୍ଚିଛନ୍ତି । ଦୁବାଇରେ ବୁଧବାର ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମରେ ସାମିଲ୍ ହେବେ ମୁଖ୍ୟମନ୍ତ୍ରୀ । ଏହି ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମକୁ ଓଡ଼ିଶା ସରକାର ଓ ଫିକ୍କି (FICCI) ମିଳିତ ଭାବେ ଆୟୋଜନ…

ଦୁବାଇକୁ ପନିପରିବା ପଠାଇବେ ଧୋନୀ

ଝାଡଖଣ୍ଡ: ୨୦୧୯ ବିଶ୍ୱକପ ପରେ କ୍ରିକେଟରୁ ଦୂରେଇ ରହିଥିଲେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ । ତେବେ ଆଇପିଏଲ୍ ଜରିଆରେ ସେ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଥିଲେ ବି ଖାସ କରି ଫାର୍ମ ହାଉସ୍ ପାଇଁ ଚର୍ଚ୍ଚାରେ ରହିଥିଲେ । ଖବର ମିଳିଛି କ୍ରିକେଟର୍ ପରେ ଏବେ ଧୋନୀ କୁଆଡେ…

ଚହଲ୍ ଓ ଧନଶ୍ରୀଙ୍କୁ କି ଉପହାର ଦେଲେ ଧୋନୀ ?

ଭୁବନେଶ୍ୱର: ୟୁଜବେନ୍ଦ୍ର ଚହଲ ଓ ଧନଶ୍ରୀ ବର୍ମା । ଡିସେମ୍ବର ୨୨ରେ ଦୁହିଁଙ୍କ ବିବାହ ଖୁବ ଚର୍ଚ୍ଚା ସାଉଣ୍ଟିଥିଲା । ବିବାହ ଓ ବିବାହ ପୂର୍ବର ଫଟୋ ଓ ଭିଡିଓ ଇଣ୍ଟରନେଟରେ ଭାଇରାଲ୍ ହୋଇଥିଲା । ବିବାହ ପରେ ଚହଲ ଓ ଧନଶ୍ରୀ ହନିମୁନ ପାଇଁ ଦୁବାଇରେ ପହଂଚିଥିଲେ । ହେଲେ ସେଠାରେ ଧୋନୀ ଓ ସାକ୍ଷୀ…