ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ପାଇଲଟ୍ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଦୁର୍ଘଟଣାରୁ ବର୍ତ୍ତିଲେ ୧୦୪ ଯାତ୍ରୀ
ତିରୁବନନ୍ତପୁରମ୍:ଶାରଜାହରୁ କାଲୀକଟ ଯିବାକୁ ଥିବା ଏୟାର ଇଣ୍ଡିଆ ବିମାନ ତିରୁବନନ୍ତପୁରମ୍ ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ବିମାନଟି ଜରୁରୀ ଅବତରଣ କରିଥିବା ସୂଚନା ମିଳିଛି । ତେବେ ବିମାନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ…