Latest Odisha News

BREAKING NEWS

Browsing Tag

Duplicate Ghee

କଟକ ଜଗତପୁରରୁ ପୁଣି ନକଲି ଘିଅ କାରଖାନା ଠାବ

କଟକ : କଟକ ଜଗତପୁର ଶିଳ୍ପାଞ୍ଚଳରୁ ପୁଣି ଠାବ ହୋଇଛି ନକଲି ଘିଅ କାରଖାନା । ପୋଲିସ ଚଢ଼ାଉ କରି ନକଲି ଘିଅ ଜବତ କରିଛି । ଅସଲି ବ୍ରାଣ୍ଡରେ ଭେଜାଲ ମାଲ୍ ରଖି ଗ୍ରାହକଙ୍କୁ ଠକୁଥିଲା କମ୍ପାନୀ । ସୁବାସ ବ୍ରାଣ୍ଡର ଅପମିଶ୍ରିତ ସାମଗ୍ରୀକୁ ପୋଲିସ ଜବତ କରି ନଷ୍ଟ କରିଛି । କେବଳ ଘିଅ…

କଟକରୁ ପୁଣି ନକଲି ଘିଅ କାରଖାନା ଠାବ, ମାଲିକ ଅଟକ

କଟକ: ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ । ଆଜି ସିଡିଏ ସେକ୍ଟର-୯ରେ ନକଲି ଘିଅ କାରଖାନା ଠାବ କରିଛି ପୋଲିସ୍ । ଏହି ଘଟଣାରେ କାରଖାନା ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି ମର୍କତନଗର ଥାନା ପୋଲିସ । ନକଲି ଘିଅର ନମୁନା ପରୀକ୍ଷା ପାଇଁ ପଠାଯାଇଛି । ଆଜି କୌଣସି ସୂତ୍ରରୁ ଖବର…

ଯୁଆଡେ ଦେଖ ସବୁ ନକଲି, ରାଜଧାନୀରୁ ନକଲି ଘିଅ କାରଖାନା ଠାବ

ଭୁବନେଶ୍ବର: ରାଜଧାନୀରୁ ବିପୁଳ ପରିମାଣରେ ନକଲି ଘିଅ ଜବତ ହୋଇଛି । କଟକରୁ ଲଗାତାର ନକଲି ଖାଦ୍ୟ ସାମଗ୍ରୀ ଜବତ ହେବା ପରେ ଏବେ ଭୁବନେଶ୍ବରରୁ ଭେଜଲ ଘିଅ କାରଖାନା ଠାବ କରିଛି ପୋଲିସ । ତ୍ରିଲୋଚନ ବିହାରରେ ଏୟାର ଫିଲ୍ଡ ଥାନା ପୋଲିସ ଓ କୁଇକ୍ ଆକ୍ସନ ଟିମ୍ ଚଢାଉ କରି ବିପୁଳ ପରିମାଣର…