ମାଆ ଦୁର୍ଗାଙ୍କ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର : ପବିତ୍ର ହେରାପଞ୍ଚମୀରେ ଶହୀଦ ନଗର ଦୁର୍ଗାପୂଜା ମଣ୍ଡପରେ ସମିତି ପକ୍ଷରୁ" ମା ଦୁର୍ଗା" ଙ୍କ ପ୍ରତିଷ୍ଠା ଦିବସ ଆରମ୍ଭ କରାଯାଉଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଯଜ୍ଞ, ଓ ପୂଜା ତିନି ଦିନ ଧରି କରାଯିବ । ଆସନ୍ତା ୧୮.୭.୨୧ ଦିନ ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ…