ଭୂକମ୍ପ ଝଟ୍କାରେ ଥରିଲା ମଣିପୁର, ଲୋକେ ଆତଙ୍କିତ
ମଣିପୁର: ଭୂକମ୍ପ ଝଟ୍କାରେ ଥରିଲା ମଣିପୁର ବିଷ୍ଣୁପୁର ଅଂଚଳ । ଗତକାଲି ବିଳମ୍ବିତ ରାତିରେ ବିଷ୍ଣୁପୁର ଅଂଚଳରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରେକର୍ଡ କରାଯାଇଛି ।
ସୂଚନା ଅନୁସାରେ ରାତି ୧୧ଟା ୮ମିନିଟ୍ରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା ।…