Latest Odisha News
Browsing Tag

East Coast Railway

ପୂର୍ବତଟ ରେଳପଥ ମଧ୍ୟରେ ଗଡିବ ୪ ବିଶେଷ ଟ୍ରେନ୍; ଆଉ କେଉଁ ଟ୍ରେନ୍ ବାତିଲ, ଜାଣନ୍ତୁ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ଆଉ ଚାରିଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି। ଏହି ଟ୍ରେନ ଗୁଡିକ ହେଉଛି - ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍, ପାଲାସା-ବିଶାଖାପାଟନମ୍-ପାଲାସା, ପାଲାସା-ଭୁବନେଶ୍ୱର-ପାଲାସା ଏବଂ ସମ୍ବଲପୁର-ରାୟଗଡା-ସମ୍ବଲପୁର।…

ପାର୍ବଣ ପାଇଁ ଚାଲିବ ୨୬ଟି ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ପାର୍ବଣ ପାଇଁ ରେଳଯାତ୍ରୀଙ୍କୁ ଭେଟି । ଚାଲିବ ୨୬ଟି ସ୍ୱତନ୍ତ୍ର ଟ୍ରେନ୍ । ପାର୍ବଣକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପକ୍ଷରୁ ସାରା ଦେଶରେ ସ୍ୱତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି । ସେଥିମଧ୍ୟରୁ ପୂର୍ବତଟ ରେଳପଥର ବିଭିନ୍ନ ଷ୍ଟେସନ୍‌ରୁ କେତେକ ଟ୍ରେନ୍‌…

ଲାଇନ୍‌ଚ୍ୟୁତ ହେଲା ଟ୍ରେନ୍ ଇଂଜିନ୍‌

ପୁରୀ: ଟ୍ରକ୍‌ରୁ ଲାଇନ୍ ଚ୍ୟୁତ ହେଲା ୩ଟି ବଗି । ପୁରୀ ଚନ୍ଦନପୁର-ତୁଲସୀଚଉରା ମଧ୍ୟରେ ଏକ ଖାଲି ଟ୍ରେନ୍‌ର ଇଂଜିନ୍‌, ଆଗ ୩ଟି ବଗି ଓ ପଛର ଗୋଟିଏ ଚକା ଲାଇନ୍‌ଚ୍ୟୁତ ହୋଇଛି । ଖୋର୍ଦ୍ଧା ରୋଡରୁ ଆସୁଥିବା ବେଳେ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡିଛି । ତେବେ କେଉଁ କାରଣ ଯୋଗୁଁ…

ଆଜିଠୁ ପୁରୀରୁ ଗଡିବ ଟ୍ରେନ୍‌

ପୁରୀ: ପୁରୀରେ ଆଜିଠୁ ଗଡିବ ଟ୍ରେନ । ୪ଟି ଟ୍ରେନରେ ଯିବା ପାଇଁ ଯାତ୍ରୀମାନେ ବୁକିଂ କରିଛନ୍ତି । ପୁରୀ-ଅହମ୍ମଦାବାଦ, ପୁରୀ-ଦୁର୍ଗ । ପୁରୁଷୋତ୍ତମ ଏକ୍ସପ୍ରେସ, ପୁରୀ-ସିଆଲଦା ଟ୍ରେନ ଚାଲିବ । ତେବେ କୋଭିଡ କଟକଣା ଭିତରେ ଏହି ଟ୍ରେନ ଚାଲିବ । ଟ୍ରେନ୍‌ ଚଳାଚଳ ନେଇ ଷ୍ଟେସନରେ ବ୍ୟାପକ…

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, କାଲି ଗଡ଼ିବନି ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର-ମୁମ୍ୱାଇ (୦୧୦୨୦) କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ ବାତିଲ । ସଂଯୋଗକାରୀ ଟ୍ରେନ୍ ନ ଆସିବା କାରଣରୁ ଆସନ୍ତାକାଲି ଭୁବନେଶ୍ୱରରୁ ଛାଡ଼ିବ ନାହିଁ କୋଣାର୍କ ଏକ୍ସପ୍ରେସ । ସେହିପରି ପ୍ରବଳ ବର୍ଷା ଯୋଗୁ ମୁମ୍ୱାଇ ରେଲଓ୍ୱେ ଟ୍ରାକରେ…

କାଲିଠୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ରହିବ ନାହିଁ

ଭୁବନେଶ୍ୱର : ଗଂଜାମରେ କୋଭିଡ୧୯ ପରିସ୍ଥିତି ଦିନକୁ ଦିନ ଜଟିଳ ହବୋରେ ଲାଗିଛି । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଇଷ୍ଟକୋଷ୍ଟ ରେଳବାଇକୁ ଆସନ୍ତାକାଲିଠାରୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ନ ଅଟକାଇବାକୁ ଅନୁରୋଧ କରିଛନ୍ତି । ଏଥି ସହ ବାଲୁଗାଁ ଷ୍ଟେସନରେ ମଧ୍ୟ ଟ୍ରେନ ଅଟକିବ ନାହିଁ ।…

ବୃଦ୍ଧି ପାଇବ ଟ୍ରେନର ବେଗ: କଟକ ଓ ଭୁବନେଶ୍ୱର ଷ୍ଟେସନରେ ୱାସେଵେଲ ଆପ୍ରନ ବଦଳାଯାଇ ଵାଲାଷ୍ଟ ଟ୍ରାକ ନିର୍ମାଣ

ଭୁବନେଶ୍ୱର: ଟ୍ରେନ ସେବାକୁ ପ୍ରଭାବିତ ନକରି ଲକ ଡାଉନ ସମୟରେ ବହୁ ପୂର୍ବରୁ କାର୍ଯ୍ୟକାରୀ ହେବାକୁ ଥିବା ଭିତ୍ତିଭୂମି ମରାମତି ଓ ଆଧୁନିକୀକରଣ କାର୍ଯ୍ୟ ସମ୍ପାଦନ ପାଇଁ ପୂର୍ବତଟ ରେଳପଥ ଯୋଜନା କରିଛି I ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଡାଉନ ମେନ ଲାଇନ ଏବଂ କଟକ ରେଳ ଷ୍ଟେସନ ଠାରେ ଅପ ମେନ…

କରୋନା ସଂକ୍ରମିତ ପୂର୍ବତଟ ରେଳବାଇର ଚିଫ ଟିକେଟ ଇନ୍ସପେକ୍ଟରଙ୍କ ମୃତ୍ୟୁ

କଟକ: ପୂର୍ବତଟ ରେଳବାଇର ଚିଫ୍ ଟିକେଟ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଛି । କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତ ତିନି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପୂର୍ବତଟ ରେଳବାଇ ସୂତ୍ରରୁ ସୂଚନା ମିଳିଛି । ଗତ ୧୪ ତାରିଖରେ ସେ କରୋନାରେ ସଂକ୍ରମିତ ଥିବା…

ପୁରୀକୁ ଟ୍ରେନ୍ ଚଳାଚଳ ବାତିଲ

ଭୁବନେଶ୍ୱର: ଏବେ ପୁରୀକୁ ଆଉ ଗଡିବନି ଟ୍ରେନ୍ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ପୁରୀକୁ ସମସ୍ତ ଟ୍ରେନ୍ ଚଳାଚଳ ବାତିଲ କରିଛି ପୂର୍ବତଟ ରେଳବାଇ। ରାଜ୍ୟ ସରକାରଙ୍କ ପରାମର୍ଶ ଅନୁସାରେ ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି । ପୁରୀକୁ ଯାଉଥିବା ସମସ୍ତ ଟ୍ରେନ…

ଇଷ୍ଟକୋଷ୍ଟ୍ ରେଲୱେ ପକ୍ଷରୁ ଗଡ଼ିବ ୮ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ଯାତ୍ରୀ ମାନଙ୍କ ସୁବିଧା ଲାଗି ଆସନ୍ତା ଜୁନ ୧ ତାରିଖ ଠାରୁ ଭାରତୀୟ ରେଳବାଇ ପକ୍ଷରୁ ୨୦୦ଟି ସ୍ୱତନ୍ତ୍ର ସମୟ ଘୋଷିତ ହୋଇଥିବା ଟ୍ରେନ୍ ଚଳାଚଳ କରିବ । ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ଯାତ୍ରୀମାନଙ୍କ ସୁବଧା ଲାଗି ୮ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବାକୁ ନିଷ୍ପତ୍ତି ଗ୍ରହଣ…