Latest Odisha News

BREAKING NEWS

Browsing Tag

East Coast Railways

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

କଟକ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲ୍‌ବାହୀ ଟ୍ରେନ୍ । କଟକ ଶିଖରପୁର ଲେବଲ କ୍ରସିଂ ନିକଟରେ ଆଜି ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଭଦ୍ରକରୁ ମାଲଗାଡିଟି ଖୋର୍ଦ୍ଧା ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । ମାଲବାହୀ ଟ୍ରେନ୍‌ର ଗୋଟିଏ ବଗି ଲାଇନ୍‌ଚ୍ୟୁତ ହୋଇଛି । ୧୦…

ନିଟ୍ ପରୀକ୍ଷା ପାଇଁ ସରକାରଙ୍କ ସ୍ୱତନ୍ତ୍ର ବ୍ୟବସ୍ଥା, ଗଡିବ ୪ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର:ଆସନ୍ତାକାଲି ହେବ ନିଟ୍ ପରୀକ୍ଷା । ଏଥିପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପରୀକ୍ଷାର୍ଥୀମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମାଗଣାରେ ପରିବହନ ସେବା ସହ ରହଣୀ ସୁବିଧା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ସଚିବ ଏ.କେ ଶତପଥୀ । ଛାତ୍ରଛାତ୍ରୀଙ୍କ ସୁୁବିଧାକୁ ଦୃଷ୍ଟିରେ…

୨୬୧ ରେଳ କୋଚ୍‌କୁ ସଂଗରୋଧ ପାଇଁ ପ୍ରସ୍ତୁତ କରୁଛି ପୂର୍ବତଟ ରେଳପଥ

ଭୁବନେଶ୍ୱର: କୋଭିଡ଼୍‌-୧୯ ସଂକ୍ରମଣ ବୃଦ୍ଧି ସହିତ ସାରା ଦେଶରେ ଅଧିକ ସଂଖ୍ୟକ ସଂଗରୋଧ ବ୍ୟବସ୍ଥାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ୨୬୧ଟି ଯାତ୍ରୀବାହୀ ରେଳ କୋଚ୍‌କୁ ସଂଗରୋଧ ବା କ୍ୱାରେନ୍‌ଟାଇନ୍ ସୁବିଧା ପ୍ରଦାନ ପାଇଁ ରୂପାନ୍ତର କରାଯାଉଛି । ଏହି କୋଚ୍ ଗୁଡ଼ିକରେ…

କରୋନା ସଂକ୍ରମଣ ବିପଦ ପାଇଁ ଆଜିଠାରୁ ବନ୍ଦ ହେଲା ମଞ୍ଚେଶ୍ୱର ରେଳଡବା ମରାମତି କାରଖାନା

ଭୁବନେଶ୍ୱର: କରୋନା ଭୁତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦ ଦୃଷ୍ଟିରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ମଞ୍ଚେଶ୍ୱର ରେଳଡବା ମରାମତି କାରଖାନା ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି କାରଖାନା କତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏସମ୍ପର୍କରେ ସମସ୍ତ ରେଳ କର୍ମଚାରୀ…