ପୂର୍ବତଟ ରେଳପଥରୁ ଗଡିବ ୬ ଯୋଡ଼ା ଅତିରିକ୍ତ ବିଶେଷ ଟ୍ରେନ୍
ଭୁବନେଶ୍ୱର: ପୂର୍ବତଟ ରେଳପଥ ମଧ୍ୟରୁ ୬ ଯୋଡ଼ା ଅତିରିକ୍ତ ବିଶେଷ ଟ୍ରେନ ଚଳାଚଳ କରିବ। ଏହି ଅତିରିକ୍ତ ସ୍ୱତନ୍ତ୍ର ଟ୍ରେନ୍ ୨୦୨୧ ମସିହା ଜାନୁଆରି ଦ୍ୱିତୀୟ ସପ୍ତାହରୁ ଚଳାଚଳ କରିବ।
ଭୁବନେଶ୍ୱରରୁ ପୁଣେ ଏବଂ ତିରୁପତି, ବିଶାଖାପାଟନମରୁ ସାଇନଗର ସିରିଡ଼ି, କୋଲାମ ଏବଂ ଚେନ୍ନାଇ ଆଡକୁ ଏହି…