କଠୋର ହେବ ଇସିଙ୍କ ନିୟମ; ଉଲ୍ଲଘଂନ କଲେ ବ୍ୟାନ୍ ହୋଇପାରେ ନିର୍ବାଚନୀ ପ୍ରଚାର
ନୂଆଦିଲ୍ଲୀ: ଚଳିତ ବର୍ଷ ଉତ୍ତରପ୍ରଦେଶ ଏବଂ ପଞ୍ଜାବ ସମେତ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତର ନିର୍ବାଚନ ଆୟୋଗ କୋଭିଡ-୧୯ ନିର୍ଦ୍ଦେଶାବଳୀକୁ କଡାକଡି କରିବାକୁ ପ୍ରସ୍ତୁତ ହେଉଛି।
ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ,…