Latest Odisha News

BREAKING NEWS

Browsing Tag

ECI

ଉଭୟ ଲୋକସଭା ଓ ବିଧାନସଭା ପାଇଁ ଆମେ ପ୍ରସ୍ତୁତ ଅଛୁ: ଇସିଆଇ 

ଭୁବନେଶ୍ୱର:ସରିଲା ସମୀକ୍ଷା। ନିର୍ବାଚନକୁ ନେଇ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋକପାତ କଲେ ନିର୍ବାଚନ ଆୟୋଗ। ସାମ୍ୱାଦିକ ସମ୍ମିଳନୀ କରି ଦେଇଛନ୍ତି ସୂଚନା। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ ରାଜନୈତିକ ଦଳ ପ୍ରତି ସମାନ…

ଓଡ଼ିଶାରେ ଇସିଆଇଙ୍କ ସମୀକ୍ଷା ଜାରି; ନିର୍ବାଚନ ବେଳେ କଳା ଟଙ୍କା ଏବଂ ମଦ ରୋକିବାକୁ ଗୁରୁତ୍ବ

ଭୁବନେଶ୍ୱର: ଆଉ ହାତରେ ମାତ୍ର ଦିନ କେଇଟା। ପାଖେଇ ଆସୁଥିବା ନିର୍ବାଚନ ପାଇଁ ଓଡ଼ିଶା ଗସ୍ତରେ ଅଛନ୍ତି ନିର୍ବାଚନ କମିଶନର। ତିନିଦିନିଆ ଓଡିଶା ଗସ୍ତରେ ଆସି ସାଧାରଣ ନିର୍ବାଚନ ନେଇ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ଇସିଆଇ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।…

ବାଜିଲା ବିଗୁଲ, ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ : ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଆଜି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଆସନ୍ତା ଫେବ୍ରୁଆରୀ ୧୦ ତାରିଖରୁ ୭ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ…

ପାଟକୁରା ଭୋଟରଙ୍କ ମଝି ଆଙ୍ଗୁଠିରେ ଲାଗିବ କାଳି

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପାଟକୁରା ନିର୍ବାଚନରେ ଭୋଟ ଦାନ ସମୟରେ ଭୋଟରଙ୍କ ମଝି ଆଙ୍ଗୁଠୀରେ କାଳି ଲଗାଯିବ ବୋଲି ଗୁରୁବାର ଦିନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଯଦି କୌଣସି ବୁଥରେ ସାନି ମତଦାନ ହୁଏ ତେବେ ଭୋଟରଙ୍କ…

ପାଟକୁରା ନିର୍ବାଚନ: ଆସନ୍ତା ସପ୍ତାହରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର : କେନ୍ଦ୍ରାପଡା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାଟକୁରା ବିଧାନସଭା ଆସନ ଲାଗି ଭାରତ ନିର୍ବାଚନ ଆୟୋଗ (ଇସିଆଇ) ପକ୍ଷରୁ ଆସନ୍ତା ସପ୍ତାହରେ ବିଜ୍ଞପ୍ତି ପ୍ରକାଶ ପାଇବାର ସମ୍ଭାବନା ରହିଛି । ଇସିଆଇ ପାଟକୁରା ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ ଅଧିକାରୀ…

ନିର୍ବାଚନ ଫଳାଫଳ ପାଟକୁରା ଭୋଟରଙ୍କୁ ପ୍ରଭାବିତ କରିପାରିବ ନାହିଁ: ବିଜୟ ମହାପାତ୍ର

ଭୁବନେଶ୍ୱର : ପାଟକୁରା ବିଧାନସଭା ନିର୍ବାଚନ ଜିତିବା ନେଇ ଆଶା ପ୍ରକଟ କରିଛନ୍ତି ବରିଷ୍ଠ ବିଜେଡି ନେତା ବିଜୟ ମହାପାତ୍ର । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଓଡିଶା ବିଧାନସଭା ନିର୍ବାଚନ ଫଳାଫଳ ପାଟକୁରା ବାସୀଙ୍କ ଉପରେ କୌଣସି ପ୍ରଭାବ ପକାଇବା ନାହିଁ । “ରାଜନୀତିରେ…

ସାନି ମତଦାନ ଜନମତ ପ୍ରତି ଅପମାନ ସଦୃଶ୍ୟ: ଭର୍ତ୍ତୃହରି

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ଭର୍ତ୍ତୃହରି ମହତାବ ଗୁରୁବାର ଦିନ କଟକ ଲୋକସଭା ଅନ୍ତର୍ଗତ ଆଠଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରର ୪ଟି ବୁଥରେ ହେବାକୁ ଥିବା ସାନି ମତଦାନ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ କଟକ ସାଂସଦ କହିଛନ୍ତି, ସାଧାରଣତଃ ନିର୍ବାଚନ…

ସାମୁଦ୍ରିକ ଝଡ ‘ଫନି’: ଓଡିଶାର ୧୧ଟି ଜିଲ୍ଲାରୁ ହଟିଲା ଆଦର୍ଶ ଆଚରଣ ବିଧି

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ବେଳକୁ ବେଳ ଅତି ଉଗ୍ର ରୂପ ଧାରଣ କରୁଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଜାରି ହଳଦିଆ ୱାର୍ଣ୍ଣିଂ ପରେ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ବୁଧବାର ଦିନ ଓଡିଶାର ୧୧ଟି ଜିଲ୍ଲାରେ ଆଦର୍ଶ ଆଚରଣ ବିଧିକୁ ହଟାଇ ଦେଇଛନ୍ତି । ‘ଫନି’…

ଓଡିଶାର ୯ଟି ବୁଥରେ ସାନି ମତଦାନ ଆରମ୍ଭ

ଭୁବନେଶ୍ୱର : ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡିଶାର ୯ଟି ବୁଥରେ ଗୁରୁବାର ଦିନ ସାନି ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଆହୁରି ମଧ୍ୟ ଇଭିଏମ୍ ତ୍ରୁଟି ଯୋଗୁଁ ସାନି ମତଦାନ ଆରମ୍ଭ ହୋଇଥିବା ବୁଥ୍ ଗୁଡିକ ହେଲା- ବଣାଇ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ୱର ୧୨୯,…

ପାଟକୁରାରେ ନିର୍ବାଚନ ହେବା ନେଇ ଇସିଆଇଙ୍କ ନିଷ୍ପତ୍ତିକୁ ସ୍ୱାଗତ କଲେ ବିଜୟ

ଭୁବନେଶ୍ୱର : ମେ’ ୧୯ ତାରିଖରେ ପାଟକୁରା ବିଧାନସଭା ଆସନରେ ନିର୍ବାଚନ ତାରିଖ ଘୋଷଣା ପରେ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିଷ୍ପତ୍ତିକୁ ବିଜେପି ନେତା ତଥା ବିଧାୟକ ପ୍ରାର୍ଥୀ ବିଜୟ ମହାପାତ୍ର ବୁଧବାର ଦିନ ସ୍ୱାଗତ କରିଛନ୍ତି । ଶାସକ ବିଜେଡି ବିଧାୟକ ବେଦ ପ୍ରକାଶଙ୍କ ମୃତ୍ୟୁ ପରେ…