ଏସ୍ସିବି ରେ ୯ଟି ଏକ୍ମୋ ମେସିନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକର ଶ୍ରୀରାମଚନ୍ଦ୍ର ଭଂଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସ୍ଥାପିତ ହୋଇଥିବା ୯ଟି ଏକ୍ମୋ ମେସିନକୁ ଜନସାଧାରଣଙ୍କ ପାଇଁ ଲୋକାର୍ପିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଡାକ୍ତରଖାନାରେ ସ୍ଥାପିତ ହୋଇଥିବା ଏକ୍ମୋ ମେସିନ ଗୁଡିକୁ ବୁଲି…