୨୫-୨୬ ଆର୍ଥିକ ବର୍ଷରେ ମୁଦ୍ରାସ୍ଫୀତି ହାର ୬.୫ରୁ ୭% ରହିବା ଆକଳନ
ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗତ ୨୦୨୩-୨୪ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ସୋମବାର ଦିନ ଲୋକସଭାରେ ଉପସ୍ଥାପନ କରିଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତର ଜିଡିପି ୬.୫ରୁ ୭ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି।
ଚଳିତ ଆର୍ଥିକ ବର୍ଷରେ ମୁଦ୍ରାସ୍ଫୀତି ହାର ୪.୫…