ଲୋକସଭାରେ ଆଗତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ
ନୂଆଦିଲ୍ଲୀ : ସଂସଦରେ ଆଗତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ୮ରୁ ୮.୫ ପ୍ରତିଶତ ଅଭିବୃଦ୍ଧି ଲକ୍ଷ୍ୟ ରଖାଯାଇଛି । ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଗତ କରିଛନ୍ତି ଅର୍ଥନୈତିକ ସର୍ଭେ ରିପୋର୍ଟ । ରାଜସ୍ବ ବର୍ଷ ୨୦୨୨ ଲାଗି ସରକାର ଆକଳନ କରିଛନ୍ତି…