Latest Odisha News

BREAKING NEWS

Browsing Tag

Ecor

କୁହୁଡ଼ିର ମୁକାବିଲା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ଵତନ୍ତ୍ର ନିରାପତ୍ତା ଅଭିଯାନ

ଭୁବନେଶ୍ୱର: ଘନ କୁହୁଡ଼ିକୁ ଦେଖି ପୂର୍ବତଟ ରେଳପଥର ପ୍ରସ୍ତୁତି । ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଅନେକ ସ୍ଥାନରେ ଘନ କୁହୁଡି ପରିସ୍ଥିତିକୁ ଦୃଷ୍ଟିରେ ରଖାଯାଇଛି । ବିଭିନ୍ନ ରେଳ ସେକ୍ସନରେ ରାତ୍ରି ସମୟ ଠାରୁ ପ୍ରାତଃ କାଳ ସମୟରେ ଘନ କୁହୁଡ଼ିକୁ ସାମ୍ନା କରି ରେଳ ଚଳାଚଳ କରାଇବାକୁ…

ତୃତୀୟ ଥର ଲାଗି ପୂର୍ବତଟ ରେଳପଥକୁ ମିଳିବ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ରେଳବାଇ ରାଷ୍ଟ୍ରୀୟ ପୁରସ୍କାର

ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ରରେ ଉଲ୍ଳେଖନୀୟ କାର୍ଯ୍ୟ ଦକ୍ଷତା ପାଇଁ ପୂର୍ବତଟ ରେଳପଥକୁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ମିଳିଛି ସମ୍ମାନୀୟ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ରେଳବାଇ ଶ୍ରେଷ୍ଠ ଜୋନାଲ ରେଲୱେ ସିଲ୍ଡ -୨୦୨୦ ଗ୍ରହଣ କରିବ। ଟ୍ରାଫିକ୍ (ପଣ୍ୟ) ପରିବହନ, ଲେଖା ଏବଂ ଆର୍ଥିକ…

ଇଷ୍ଟକୋଷ୍ଟ୍ ରେଲୱେ ପକ୍ଷରୁ ଗଡ଼ିବ ୮ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ଯାତ୍ରୀ ମାନଙ୍କ ସୁବିଧା ଲାଗି ଆସନ୍ତା ଜୁନ ୧ ତାରିଖ ଠାରୁ ଭାରତୀୟ ରେଳବାଇ ପକ୍ଷରୁ ୨୦୦ଟି ସ୍ୱତନ୍ତ୍ର ସମୟ ଘୋଷିତ ହୋଇଥିବା ଟ୍ରେନ୍ ଚଳାଚଳ କରିବ । ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ଯାତ୍ରୀମାନଙ୍କ ସୁବଧା ଲାଗି ୮ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବାକୁ ନିଷ୍ପତ୍ତି ଗ୍ରହଣ…

ରେଲୱେ ଟ୍ରାକରେ ନ’ଚାଲିବାକୁ ପୂର୍ବତଟ ରେଳପଥର ଅନୁରୋଧ

ଭୁବନେଶ୍ୱର: କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ଫଳରେ ସାରା ଦେଶରେ ଲକ୍‌ଡ଼ାଉନ୍ ଚାଲିଥିବା ବେଳେ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ବାତିଲ୍ କରାଯାଇଛି କିନ୍ତୁ ଦେଶର ବିଭିନ୍ନ ପ୍ରାନ୍ତକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରିବାକୁ ନିରବଚ୍ଛିନ୍ନ ଭାବେ ସମସ୍ତ ରେଳ ଟ୍ରାକ୍ ଉପରେ ମାଲବାହୀ ଓ ପାର୍ସଲ୍…

ସୁରକ୍ଷା ଉଦ୍ଦେଶ୍ୟରେ ପୂର୍ବ ତଟ ରେଳପଥ ମୁତୟନ କରିବ ଡ୍ରୋନ୍ କ୍ୟାମେରା !

ନୂଆଦିଲ୍ଲୀ: ଯେହେତୁ କୋଭିଡ଼୍‌-୧୯ ଭୂତାଣୁ ସଂକଟ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି ଏବଂ ଏହି ସଂକ୍ରମଣର ବ୍ୟପକତାକୁ ପ୍ରତିହତ କରିବାକୁ ବିଭିନ୍ନ ଦେଶ ତାଲାବନ୍ଦ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭାରତୀୟ ରେଳପଥ ମଧ୍ୟ ଯାତ୍ରୀବାହୀ ଟ୍ରେନ୍‌ଗୁଡ଼ିର ଚଳାଚଳ ବନ୍ଦ କରିଛି । କିନ୍ତୁ…

ତେଇଶି ହଜାର ଅଭାବୀଲୋକଙ୍କୁ ଖାଦ୍ୟ ଯୋଗାଇଲା ପୂର୍ବ ତଟ ରେଳପଥ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣର ସଂକଟ ସମୟରେ ରେଳମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ପୂର୍ବ ତଟ ରେଳପଥ ଆଇ.ଆର୍‌.ସି.ଟି.ସି. ସହ ମିଳିତ ଭାବେ ଏହାର ମୂଳ ରନ୍ଧନଶାଳା ଖୋର୍ଦ୍ଧାରୋଡ଼୍ ଓ ବିଶାଖାପାଟଣା ଫୁଡ଼୍‌କୋର୍ଟରୁ ଖାଦ୍ୟ ପ୍ରସ୍ତୁତ କରି ଏହାର ପରିସୀମା ମଧ୍ୟରେ ବିଭିନ୍ନ…

ନୂଆବର୍ଷ ଲାଗି ଆଜି ପୁରୀ ଓ ବ୍ରହ୍ମପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ …

ପୁରୀ: ନୂଆବର୍ଷରେ ହେବାକୁ ଥିବା ମାତ୍ରାଧିକ ଯାତ୍ରୀଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବୁଧବାର ସନ୍ଧ୍ୟାରେ ପୁରୀ ଓ ବ୍ରହ୍ମପୁର ମଧ୍ୟରେ ଏକ ସ୍ୱତନ୍ତ୍ର ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଅଛି I ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଥିବା ବେଳେ ଏହା ଉଭୟ ପଟୁ ଚଳାଚଳ…

ରାଜଧାନୀ ଏକ୍ସପ୍ରେସରେ ଉତ୍କଳୀୟ ସଂସ୍କୃତି ଓ କଳାର ଝଲକ

ଭୁବନେଶ୍ୱର: ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସରେ ଦେଖିବାକୁ ମିଳିଛି ଉତ୍କଳୀୟ ସଂସ୍କୃତି ଓ କଳାର ଝଲକ । ଗୁରୁବାର ଦିନ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଟ୍ରେନକୁ ସବୁଜ ପତାକା ଦେଖାଇଥିଲେ । ଏହି ଅବସରରେ ଭୁବନେଶ୍ୱର ରେଳ ଷ୍ଟେସନରେ ଭୁବନେଶ୍ୱର ସାଂସଦ ଅପରାଜିତା…

ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ଟ୍ରେନ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର:  ଶୀତ ଋତୁରେ ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ଟ୍ରେନ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛିି। ପୂର୍ବତଟ ରେଳପଥ ପରିସୀମା କ୍ଷେତ୍ରର ବିଭିନ୍ନ ରେଳ ସେକ୍ସନରେ ରାତ୍ରି ସମୟ ଠାରୁ ପ୍ରାତଃ କାଳ ସମୟରେ ଘନ କୁହୁଡ଼ିକୁ ସାମ୍ନା କରି ରେଳ…

ଅଜମେର-ପୁରୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ !

ଅନୁଗୁଳ: ଅନୁଗୁଳ ଜିଲ୍ଲାର ହଣ୍ଡପା ଷ୍ଟେସନ୍ ନିକଟରେ ଗୁୁରୁବାର ଦିନ ଅଜମେର-ପୁରୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ ଆଜି ଦ୍ୱିପ୍ରହର ପ୍ରାୟ ୨ଟା ସମୟରେ ଟ୍ରେନଟି ପୁରୀ ଅଭିମୁଖେ ଗସ୍ତ କରିଥିବା ବେଳେ ହଣ୍ଡପା ଷ୍ଟେସନ୍ ନିକଟରେ କୌଣସି କାରଣବଶତଃ ଏଥିରୁ ଧୁଆଁ…