Latest Odisha News

BREAKING NEWS

Browsing Tag

Education Minister

ଶିକ୍ଷାମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଆମରଣ ଅନଶନ

ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଯୁକ୍ତ ସମୀର ରଞ୍ଜନ ଦାସଙ୍କ ୟୁନିଟ ୧ ସ୍ଥିତ ବାସଭବନ ସମ୍ମୁଖରେ ଓଡିଶା ଅଭିଭାବକ ମହାସଂଘ ତରଫରୁ ସାତ ଦଫା ଦାବୀ ନେଇ ଆମରଣ ଅନଶନ କରା ଯାଇଥିଲା  । ଦାବୀ ଗୁଡିକ ହେଲା ୧ ସ୍କୁଲରେ ଯେଉଁ ସୁବିଧା ଯୋଗାଉଛନ୍ତି, ସେହି ଅନୁସାରେ ଫିସ ନିର୍ଧାରଣ …

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ଆପର ବିରୋଧ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶିକ୍ଷା ନୀତିକୁ ନେଇ ନିଜର ମତ ପରେ ଏହାକୁ ବିରୋଧ କରିଛି  ଆମ ଆଦମୀ ପାର୍ଟି  । ଏକ ସାକ୍ଷାତକାର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ନୀତିକୁ ନେଇ ନିଜର ମତ ରଖିଥିଲେ  । ଏଥିରେ…

ମାଟ୍ରିକ ପରୀକ୍ଷା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା ।  ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଜାନୁଆରୀ ୫ରେ ହେବାକୁ ଥିବା ମାଟ୍ରିକ୍‌ ସମେଟିଭ୍ ଆସେସ୍‌ମେଣ୍ଟ ପରୀକ୍ଷା ନିଶ୍ଚିତ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ସ୍କୁଲରେ ଅଧିକ ସଂଖ୍ୟକ ମହିଳା ଷ୍ଟାଫ୍‌ ଥିଲେ ଝଗଡା ଅଧିକ ହୁଏ; ଶିକ୍ଷା ମନ୍ତ୍ରୀ

ଜୟପୁର: ରାଜସ୍ଥାନ ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂ ଦୋତାସ୍ର ସୋମବାର ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସିଛନ୍ତି।  ସେ ମହିଳା ଶିକ୍ଷକମାନଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେଉଁ ବିଦ୍ୟାଳୟରେ ଅଧିକ ମହିଳା କର୍ମଚାରୀ ଅଛନ୍ତି, ବିଭିନ୍ନ କାରଣରୁ ଅଧିକ…

ସିବିଏସ୍ଇ ବୋର୍ଡ ପରୀକ୍ଷା ନେଇ ଆଜି ଘୋଷଣା ହେବ ତାରିଖ

ନୂଆଦିଲ୍ଲୀ: କରୋନା କାଳରେ କେବେ ହେବ ଚଳିତବର୍ଷର ସିବିଏଶଇ ବୋର୍ଡ ପରୀକ୍ଷା । ଆଜି ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା ହେବ । ପୂର୍ବରୁ ଏନେଇ ଟ୍ୱିଟ୍ କରି ସୂଚନା ଦେଇଥିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ୍ । ଆଜି ଦିନ ୧୧ଟାରେ ସେ ସୋସିଆଲି ମିଡିଆରେ…

ନିଟ୍‌-୨୦୨୧ ପରୀକ୍ଷା ବାତିଲ ହେବ ନାହିଁ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ୨୦୨୧ ନିଟ୍‌ ପରୀକ୍ଷା ବାତିଲ ହେବନାହିଁ । ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ୍‌ ଏନେଇ ସ୍ପଷ୍ଟ କରିଛନ୍ତି । ‘୨୦୨୧ ସିବିଏସ୍‌ଇ’, ‘୨୦୨୧ ଜେଇଇ’, ‘୨୦୨୧ ନିଟ୍‌’ ଏବଂ ଅନ୍ୟାନ୍ୟ ବୋର୍ଡ ପରୀକ୍ଷା ହେବା ନ ହେବା ପ୍ରସଙ୍ଗରେ ଆଜି ଓ୍ୱେବିନର ଜରିଆରେ କେନ୍ଦ୍ର…