ବନ୍ୟା ଦୃଷ୍ଟିରୁ ଘୁଞ୍ଚିଲା ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା
ଭୁବନେଶ୍ବର : ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ତାରିଖ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତିତ କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି।…