ଅଣ୍ଡା ଖୋଳପା ଫୋପାଡ଼ୁଛନ୍ତି କି ? ଘରର ଏହିସବୁ କାମରେ ଆସିପାରେ ଜାଣନ୍ତୁ…..
ଅନେକ ପନିପରିବା ଏବଂ ଫଳ ଅଛି ଯାହାର ଚୋପା ବହୁତ ଉପକାରୀ ହୋଇଥାଏ । ସେହିପରି ଅଣ୍ଡା ଖୋଳପା ମଧ୍ୟ ବେଶ୍ ଉପକାରୀ । କିନ୍ତୁ ଆପଣ ଭାବୁଥିବେ ଏହି ଅଣ୍ଡା ଖୋଳପା କେଉଁ କାମରେ ଆସିପାରିବ । ଅଣ୍ଡାରେ ପ୍ରୋଟିନ ପୋଷକ ତତ୍ତ୍ୱ ଭରପୁର ମାତ୍ରାରେ ରହିଥାଏ । କିନ୍ତୁ ଏହି ଅଣ୍ଡା ଖୋଳପା ଘର…