ଆଜି ଆସ୍ଥା ଭୋଟ ଲୋଡ଼ିବେ ମୁଖ୍ୟମନ୍ତ୍ରୀ ସିନ୍ଦେ
ମହାରାଷ୍ଟ୍ର ବିଧାନସଭାରେ ଆଜି ଆସ୍ଥା ଭୋଟ ଲୋଡିବେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ଆଜିର ସଂଖ୍ୟା ଗରିଷ୍ଠତା ପ୍ରମାଣକୁ ଉଦ୍ଧବ ଗୋଷ୍ଠୀ ଏବଂ ସିନ୍ଦେ ଗୋଷ୍ଠୀଙ୍କ ମଧ୍ୟରେ ବଡ଼ ଲଢ଼େଇ ଭାବେ ବିବେଚନା କରାଯାଉଛି। ତେଣୁ ଫ୍ଲୋର ଟେଷ୍ଟ୍ ଉପରେ ସମସ୍ତଙ୍କ ନଜର ରହିଛି। ଫ୍ଲୋର ଟେଷ୍ଟ ପରେ…