‘ମହାରାଷ୍ଟ୍ର ରାଜନୀତି’, ସ୍ୱାର୍ଥ ପାଇଁ ମିଶିଗଲେ, ଏବେ ପଦ ପାଇଁ ବାଡାବାଡି!
ଭୁବନେଶ୍ୱର: ମହାରାଷ୍ଟ୍ର ବିଧାନସଭା ଅଧିବେଶନ ଆରମ୍ଭ ପୂର୍ବରୁ ରାଜନୀତି ସରଗରମ ହେଉଛି। ଗୋଟିଏ ପଟେ ସିନ୍ଦେ ବିଜେପି ଅଜିତ ସରକାର ନିଜର ମନ୍ତ୍ରୀମଣ୍ଡଳକୁ ଚୂଡାନ୍ତ ରୂପ ଦେଇପାରୁ ନାହାଁନ୍ତି।
ଏପରିକି ବିଭାଗ ବଣ୍ଟନକୁ ନେଇ ମଧ୍ୟ ଅଙ୍କ ଛିଡୁ ନାହିଁ। ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ…