ଏକନାଥ ସିନ୍ଦେ ସରକାର ଆସ୍ଥା ଭୋଟରେ ବିଜୟୀ
ମୁମ୍ବାଇଁ: ମହାରାଷ୍ଟ୍ର ବିଧାନସଭାରେ ଏକନାଥ ସିନ୍ଦେ ସରକାର ଫ୍ଲୋର ଟେଷ୍ଟରେ ବିଜୟୀ ହୋଇଛନ୍ତି । ବିଧାନସଭା ବାଚସ୍ପତି ରାହୁଲ ନାର୍ବେକର ଏହା ଘୋଷଣା କରିଛନ୍ତି ।
https://twitter.com/ANI/status/1543840890065928192
164 ବିଧାୟକ ସିନ୍ଦେ ସରକାରଙ୍କୁ ସମର୍ଥନ କରିଛନ୍ତି…