Latest Odisha News

BREAKING NEWS

Browsing Tag

Election Commissioner

‘ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ମାନୁନି କେନ୍ଦ୍ର’, ନିଜ ଇଚ୍ଛାରେ ଚୟନ କରିବେ ନିର୍ବାଚନ କମିଶନ!

ଭୁବନେଶ୍ୱର: ଦିଲ୍ଲୀ ସର୍ଭିସ ବିଲ ପରେ ଏବେ ମୁଖ୍ୟ ନିର୍ବାଚନ କମିଶନ ନିଯୁକ୍ତିକୁ ନେଇ ଟାର୍ଗେଟରେ କେନ୍ଦ୍ରର ବିଜେପି ସରକାର। ଦିଲ୍ଲୀ ସର୍ଭିସ ବିଲ ପ୍ରସଙ୍ଗରେ ଦେଶର ସର୍ବୋଚ୍ଚ କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମଧ୍ୟ ସଂସଦରେ ସ୍ୱତନ୍ତ୍ର ବିଲ ଆଣି କୋର୍ଟଙ୍କ ନିର୍ଦ୍ଦେଶକୁ ଅକାମୀ…

ଅବସରପ୍ରାପ୍ତ ବ୍ୟୁରୋକ୍ରାଟ ଅରୁଣ ଗୋଏଲ ନିର୍ବାଚନ କମିଶନର ଭାବେ ନିଯୁକ୍ତ

ନୂଆଦିଲ୍ଲୀ: ଅବସରପ୍ରାପ୍ତ ବ୍ୟୁରୋକ୍ରାଟ ଅରୁଣ ଗୋଏଲ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପାଇଛନ୍ତି । ଗୁଜରାଟ ନିର୍ବାଚନ ତାରିଖ ପାଖେଇ ଆସୁଛି । ତା ପୂର୍ବରୁ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ନିର୍ବାଚନ ଆୟୋଗରେ ଏହି ପଦବୀ ତୃତୀୟ ଶ୍ରେଷ୍ଠ ପଦବୀ । ପ୍ରାୟ…

ଆଜି ବାଜିବ ଗୁଜରାଟ ବିଗୁଲ୍

ଗୁଜରାଟ: ବାଜିବ ଗୁଜରାଟ ବିଗୁଲ୍ । ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା । ମଧ୍ୟାହ୍ନରେ ନିର୍ବାଚନ କମିଶନ କରିବେ ପ୍ରେସମିଟ । ଆଜି ତାରିଖ ଘୋଷଣା ନେଇ ପୂର୍ବରୁ ନିର୍ବାଚନ କମିଶନ ପ୍ରେସମିଟ୍ ଜରିଆରେ ସୂଚନା ଦେଇଥିଲେ । ଏଥର ବି ୨ଟି ପର୍ଯ୍ୟାୟରେ ନିର୍ବାଚନ…

କରୋନା କବଳରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନର

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବିସ୍ଫୋରକ ରୂପ ନେଉଛି । ନୂଆ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଓ ନିର୍ବାଚନ କମିଶନର ରାଜୀବ କୁମାର ଉଭୟ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ନିର୍ବାଚନ ଆୟୋଗର ଶୀର୍ଷ ଦୁଇ ଅଧିକାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନୀଲ…

ଆଜି ଏହି ଚା‌‌ରୋଟି ରାଜ୍ୟ ପାଇଁ ମତଦାନ ତାରିଖ ଘୋଷଣା କରିବେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ଭାରତର ନିର୍ବାଚନ ଆୟୋଗ ଆଜି ଚାରିଟି ରାଜ୍ୟ ଏବଂ ଏକ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ମତଦାନ ତାରିଖ ଘୋଷଣା କରିବେ। ଆସାମ, କେରଳ, ପୁଡୁଚେରୀ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ପାଇଁ ମତଦାନ ତାରିଖ ଶୁକ୍ରବାର ଦିନ ୪.୩୦ ସମୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଇସି ଘୋଷଣା କରିବାର…

ରାଜୀବ କୁମାର ନୂଆ ନିର୍ବାଚନ କମିସନର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପୂର୍ବତନ ଅର୍ଥ ସଚିବ ତଥା ରାଷ୍ଟ୍ରାୟତ ଚୟନ ବୋର୍ଡର ଅଧ୍ୟକ୍ଷ ରାଜୀବ କୁମାର ହେଲେ ନୂଆ ନିର୍ବାଚନ କମିସନର । ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ନିଯୁକ୍ତି ଦେଇଛନ୍ତି । ନର୍ବାଚନ କମିଶନର ଅଶୋକ ଲାଭାସାଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି…