Latest Odisha News

BREAKING NEWS

Browsing Tag

election

ନିର୍ବାଚନ ଆସିଲେ ସାମ୍ବାଦିକଙ୍କ କଥା ମନେ ପଡ଼ୁଛି କହି ସରକାରଙ୍କୁ ସମାଲୋଚନା କଲେ ତାରା

ଭୁବନେଶ୍ୱର: ରାଜ୍ୟ ସରକାର ଶନିବାର ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ଆବେଦନ କରିବା ଲାଗି ୱେବସାଇଟର ପ୍ରଚଳନ କରିଛନ୍ତି । ଯାହାକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖି ସରକାରଙ୍କୁ ସମାଲୋଚନା କରିଛନ୍ତି । କହିଛନ୍ତି, ସରକାର ଗତ ନିର୍ବାଚନରେ ସାମ୍ବାଦିକଙ୍କ ପାଇଁ…

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା: ପଞ୍ଚାୟତ ନିର୍ବାଚନରେ ଫୁଟିଲା ଗୁଳି, ପୋଲିଂ ଏଜେଣ୍ଟ ମୃତ

କୋଲକାତା: ଚାଲିଛି ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟଗ୍ରହଣ। ନିର୍ବାଚନ ପାଇଁ ସକାଳୁ ଆରମ୍ଭ ହୋଇଛି ମତଦାନ। ସେପଟେ କିନ୍ତୁ ପଶ୍ଚିମବଙ୍ଗରେ ଦେଖାଯାଇଛି ନିର୍ବାଚନୀ ହିଂସା । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଲେ ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ । ସେହିପରି…

ବ୍ରିଟେନରେ ନିର୍ବାଚନ ଲଢ଼ୁଛନ୍ତି ଓଡ଼ିଆ ମହିଳା

ଭୁବନେଶ୍ୱର: ଆଗାମୀ ବ୍ରିଟେନ୍ ନିର୍ବାଚନରେ ପାର୍ଥୀ ହୋଇଛନ୍ତି ଜଣେ ଓଡ଼ିଆ ମହିଳା । ସମାଜସେବୀ ତଥା ଉଦ୍ୟୋଗୀ ସସ୍ମିତ ରାଜହଂସ ୨୦ ବର୍ଷ ହେଲା ବଥର ଓଲ୍ଡଫିଲ୍ଡ ପାର୍କ ଏରିଆରେ ରହୁଛନ୍ତି । ବ୍ରିଟେନର ଲିବେରାଲ୍ ଡେମୋକ୍ରାଟ୍ସ ଦଳ ଆଗାମୀ ନିର୍ବାଚନରେ ସସ୍ମିତାଙ୍କୁ କାଉନସିଲର ପ୍ରାର୍ଥୀ…

ବାରମ୍ବାର ଗସ୍ତକୁ ନେଇ ଚର୍ଚ୍ଚା, କଟକ ଲୋକସଭା ଆସନରୁ ପ୍ରାର୍ଥୀ ହେବେ କି ଅଶ୍ଵିନୀ !

କଟକ : ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ବାରମ୍ଵାର କଟକ ଗ୍ରସ୍ତ ଏବେ ରାଜନୀତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଗୁରୁବାର କଟକ ରେଳ ଷ୍ଟେସନଠାରେ ଭଦ୍ରକ – ନୟାଗଡ଼ ଟାଉନ – ଭଦ୍ରକ ମେମୁ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରେଳ ମନ୍ତ୍ରୀ। ‌ଆଉ ଏହି ସବୁ କାର୍ଯ୍ୟକ୍ରମ ଗୁଡିକରେ…

ପ୍ରଶଂସା ହେଉ କି ନିନ୍ଦା, ଏବେ ଚର୍ଚ୍ଚାରେ ଫାଇଭ ଟି

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ବହୁ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଏବେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। ଆହୁରି ଏକ ପ୍ରସଙ୍ଗ ଚର୍ଚ୍ଚାକୁ ବହୁଗୁଣିତ କରିଛି। ତାହା ହେଉଛି ଫାଇଭ ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସହ ଉନ୍ନୟନ…

ନିଜକୁ ରେସରୁ ଦୁରେଇ ନେଉଛି କଂଗ୍ରେସ !

ଭୁବନେଶ୍ୱର: ଭାରତୀୟ ଜାତୀୟ କଂଗ୍ରେସ ଓଡିଶା ପ୍ରଦେଶ କଂଗ୍ରେସକୁ ନେଇ କେତେ ସିରିୟସ ? ଓଡ଼ିଶାରେ କଂଗ୍ରେସ ସୁଦୃଢ଼ ହେଉ ବୋଲି ପ୍ରକୃତରେ କଣ କେନ୍ଦ୍ରୀୟ ନେତୃତ୍ୱ ଚାହାନ୍ତି କି ? ଏମିତି ଅନେକ ପ୍ରଶ୍ନକୁ ନେଇ ଏବେ ଚର୍ଚ୍ଚା। ରାଜ୍ୟ କଂଗ୍ରେସର ସ୍ଥିତି ଓ ସାଙ୍ଗଠନିକ କାର୍ଯ୍ୟକ୍ରମ ଆଦିକୁ…

ବଜେଟକୁ ନେଇ ରାଜନୈତିକ ଲଢେଇ

ଭୁବନେଶ୍ୱର: ନବୀନ ବାବୁଙ୍କ ପଞ୍ଚମ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ବିଭିନ୍ନ ବର୍ଗକୁ ଦୃଷ୍ଟିରେ ରଖି ଏକ ଲୋକାଭିମୁଖୀ ବଜେଟ ହୋଇଛି ବୋଲି ଶାସକ ଦଳ ଦାବି କରୁଥିବା ବେଳେ ମୁଖ୍ୟ ବିରୋଧି କିନ୍ତୁ ଏହି ବଜେଟକୁ ସମାଲୋଚନା କରିଛନ୍ତି। ବଜେଟ ମାଧ୍ୟମରେ ସରକାର…

ବିଜେପି ବନାମ ଆଞ୍ଚଳିକ ଦଳ ଲଢ଼େଇ: ଆଜି ଆସିବ ଫଳାଫଳ

ନୂଆଦିଲ୍ଲୀ: ଦେଶର ରାଜନୀତିରେ ଏବେ ବିଜେପି ବନାମ ଆଞ୍ଚଳିକ ଦଳରେ ରାଜନୈତିକ ଲଢ଼େଇ ଚାଲିଛି । ନିର୍ବାଚନକୁ ନେଇ ସବୁଦଳ ଏବେ ବେଶ ସତର୍କ ହୋଇଯାଇଛନ୍ତି । ଜିତିବା ପାଇଁ ରାତି ଦିନ କରି ଲଢ଼େଇ କରୁଛନ୍ତି । ଏଭଳି ସ୍ଥିତିରେ ଆସନ୍ତା ଗୁଜରାଟ , ହିମାଚଳ ନିର୍ବାଚନ ପୂର୍ବରୁ ଏହି ଉପନିର୍ବାଚନ…

[ଦେଖନ୍ତୁ ଭିଡିଓ] କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୭ରେ ନିର୍ବାଚନ, ୧୯ରେ ହେବ ଭୋଟ୍ ଗଣତି

ନୂଆଦିଲ୍ଲୀ: କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ । ଅଧ୍ୟକ୍ଷ ପଦ ପାଇ ନିର୍ବାଚନ ହେବ । ଅକ୍ଟୋବର ୧୭ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ ୧୯ ତାରିଖରେ ହେବ ଭୋଟ୍ ଗଣତି । ଆଜି ବସିଥିବା ସଡବ୍ଲୁସି ବୈଠକରେ ଏନେଇ ନିଷ୍ପତ୍ତି ନେଇଛି ।…

ମାଗଣା ରେବଡି ଆଉ ଆପ୍ ର ସ୍ବପ୍ନ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମାଗଣା ରେବଡିକୁ ନେଇ ସୁପ୍ରିମକୋର୍ଟ କଠୋର ହୋଇଛନ୍ତି । ନିର୍ବାଚନ ସମୟରେ ବିଭିନ୍ନ ରାଜନୈତିକ ଦଳ  ମାଗଣା ବାଣ୍ଟିବାକୁ ନେଇ ଯେଉଁ ପ୍ରତିଶ୍ରୁତି ଦେଉଛନ୍ତି ତାହା ଦେଶପାଇଁ ଶୁଭଙ୍କର ନୁହେଁ ବୋଲି କହିଛନ୍ତି । ସୁପ୍ରିମକୋର୍ଟ ରାଜନୈତିକ ଦଳମାନଙ୍କୁ ଫଟକାର…