Latest Odisha News

BREAKING NEWS

Browsing Tag

election

ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର

ଭୁବନେଶ୍ୱର : ଓଡିଶାର ଚତୃର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଲାଗି ରାଜ୍ୟର ୩ ପ୍ରମୁଖ ଦଳ ନିଜ ନିଜର ନିର୍ବାଚନୀ ପ୍ରଚାର ଅଭିଯାନକୁ ଖୁବ୍ ଜୋରଦାର କରିଛନ୍ତି । ଏହି ପରିପ୍ରେକ୍ଷୀରେ ବିଭିନ୍ନ ରାଜନୈତିକ ଦଳର ଅନେକ ନେତା ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଲାଗି ବିଭିନ୍ନ ସ୍ଥାନରେ ବିଜୟ…

ପାଟକୁରାରେ ନିର୍ବାଚନ ହେବା ନେଇ ଇସିଆଇଙ୍କ ନିଷ୍ପତ୍ତିକୁ ସ୍ୱାଗତ କଲେ ବିଜୟ

ଭୁବନେଶ୍ୱର : ମେ’ ୧୯ ତାରିଖରେ ପାଟକୁରା ବିଧାନସଭା ଆସନରେ ନିର୍ବାଚନ ତାରିଖ ଘୋଷଣା ପରେ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିଷ୍ପତ୍ତିକୁ ବିଜେପି ନେତା ତଥା ବିଧାୟକ ପ୍ରାର୍ଥୀ ବିଜୟ ମହାପାତ୍ର ବୁଧବାର ଦିନ ସ୍ୱାଗତ କରିଛନ୍ତି । ଶାସକ ବିଜେଡି ବିଧାୟକ ବେଦ ପ୍ରକାଶଙ୍କ ମୃତ୍ୟୁ ପରେ…

କେନ୍ଦୁଝରରେ ପଦ୍ମ ଫୁଟିବା ରୋକିପାରିବେ କି ବିଜେଡି ପ୍ରାର୍ଥୀ?

କେନ୍ଦୁଝର : ଓଡିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ୍ ୨୩ ତାରିଖ ତଥା ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ପର୍ଯ୍ୟାୟରେ ମଇଦାନକୁ ଓହ୍ଲାଇଥିବା ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ମେ’ ୨୩ ତାରିଖ ତଥା ନିର୍ବାଚନ ଫଳାଫଳ ଘୋଷଣା ଦିନ ନିର୍ଣ୍ଣୟ ହେବାକୁ ଯାଉଛି । ସେହିପରି କେନ୍ଦୁଝର…

ଭଦ୍ରକ ଓ ଯାଜପୁର ସମେତ ୪ଟି ଲୋକସଭା ଆସନରେ ନବୀନଙ୍କ ଜୋରଦାର୍ ପ୍ରଚାର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ୪ଟି ଲୋକସଭା ଆସନରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଆଜି ସକାଳେ ବାଲେଶ୍ୱରରେ ପହଞ୍ଚି ସେଠାରୁ ସିମୁଳିଆରେ ଆୟୋଜିତ ଏକ ଜନସଭାରେ ଉଦବୋଧନ୍…

ଇଭିଏମ୍ ମେସିନ ଅଚଳ ଯୋଗୁଁ କିଛି କେନ୍ଦ୍ରରେ ଭୋଟଦାନ ବିଳମ୍ବ

ଭୁବନେଶ୍ୱର : ଓଡିଶାରେ ମଙ୍ଗଳବାର ଦିନ ୩ୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ରାଜ୍ୟର କିଛି ବୁଥରେ ଥିବା ଇଭିଏମ୍ ମେସିନରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବା ଯୋଗୁଁ ଭୋଟଦାନରେ ବିଳମ୍ବ ଘଟିଛି । ଆଜି ନିର୍ବାଚନ ଲାଗି ବହୁସଂଖ୍ୟାରେ ଭୋଟରମାନେ ଆସି ବୁଥକେନ୍ଦ୍ରରେ ପହଞ୍ଚି…

ଓଡିଶାର ୬ଟି ବୁଥରେ ସାନି ଭୋଟଗ୍ରହଣ ଲାଗି ନିର୍ବାଚନ କମିଶନଙ୍କ ସୁପାରିଶ

ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଭୋଟିଂ ବୁଥରେ ଇଭିଏମରେ ହୋଇଥିବା ତ୍ରୁଟି ଯୋଗୁଁ ପ୍ରାୟ ୬ଟି ବୁଥରେ ସାନି ନିର୍ବାଚନ ପାଇଁ ସୁପାରିଶ କରାଯିବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି । ଏହି ସୁପାରିଶ ଭାରତ ନିର୍ବାଚନ ଆୟୋଗ…

ଏପ୍ରିଲ୍ ୨୩ରେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ପ୍ରଚାର କରିବେ ମୋଦୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦୀ ୨ ଦିନ ପୂର୍ବରୁ ଭୁବନେଶ୍ୱରରେ ରୋଡ ଶୋ’ କରିଥିବା ବେଳେ ଏପ୍ରିଲ୍ ୨୩ ତାରିଖରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି । ଏନେଇ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ନାୟକ ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ ଏପ୍ରିଲ୍ ୨୩…

ନିର୍ବାଚନ ପର୍ଯ୍ୟବେକ୍ଷକଙ୍କୁ ମହଙ୍ଗା ପଡିଲା, ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବଲପୁର ଗସ୍ତ ସମୟରେ ତାଙ୍କ ହେଲିକପ୍ଟର ଯାଞ୍ଚ କରି ଅଡୁଆରେ ଫସିଛନ୍ତି ନିର୍ବାଚନ ପର୍ଯ୍ୟବେକ୍ଷକ । ପରେ ଏହି ଘଟଣାରେ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ତାଙ୍କୁ ନିଲମ୍ବିତ ମଧ୍ୟ କରିଛନ୍ତି । ସୂଚନାନୁଯାୟୀ ‘ଏସପିଜି ସୁରକ୍ଷା’ କାରଣରୁ…

ଆସ୍କା ପୋଲିଂ ବୁଥରେ ବୃଦ୍ଧଙ୍କ ମୃତ୍ୟୁ

ଆସ୍କା : ଗଞ୍ଜାମ ଜିଲ୍ଲା ଆସ୍କା ଅନ୍ତର୍ଗତ ଏକ ପୋଲିଂ ବୁଥରେ ଭୋଟ ଦେବାକୁ ଆସିଥିବା ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ମୃତ ବ୍ୟକ୍ତିଙ୍କ ନାମ ନଟବର ବେହେରା ଏବଂ ତାଙ୍କ ଘର କଂସାମାରି ଗ୍ରାମର ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ସାନଖେମୁଣ୍ଡି ବିଧାନସଭା ଆସନ…

୨ୟ ପର୍ଯ୍ୟାୟ ନିର୍ବାଚନ: ଇଭିଏମ୍ ମେସିନ ଅଚଳ ଯୋଗୁଁ ଓଡିଶାର କିଛି କେନ୍ଦ୍ରରେ ଭୋଟଦାନ ବିଳମ୍ବ

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ୨ୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଓଡିଶାର କିଛି ବୁଥରେ ଇଭିଏମ୍ ମେସିନ୍ ଅଚଳ ହେବା ଯୋଗୁଁ ଭୋଟଦାନରେ ବିଳମ୍ବ ଘଟିଛି । ମିଳିଥିବା ଏକ ରିପୋର୍ଟ ଅନୁଯାୟୀ ବଲାଙ୍ଗିର ଜିଲ୍ଲାର ଲୋଇସିଙ୍ଗାସ୍ଥିତ କୁରୁଲା ଗ୍ରାମର ବୁଥ୍ ନଂ-୨୭୮,…