Latest Odisha News

BREAKING NEWS

Browsing Tag

election

କନ୍ଧମାଳ: ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀ ନିହତ

ଫୁଲବାଣୀ : ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ କନ୍ଧମାଳ ଜିଲ୍ଲାର ଗୋଛାପଡ଼ା ଅନ୍ତର୍ଗତ ବାନ୍ଦାପଡା ଠାରେ ମାଓବାଦୀଙ୍କ ଗୁଳିମାଡରେ ଜଣେ ମହିଳା ପୋଲିଂ ସୁପରଭାଇଜରଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ସୁପରଭାଇଜରଙ୍କ ନାମ ସଂଯୁକ୍ତା ଦିଗାଲ୍ ବୋଲି ଜଣାପଡିଥିବାବେଳେ…

ନିର୍ବାଚନ କମିଶନଙ୍କ ହେଲିକପ୍ଟର ଯାଞ୍ଚ: ଶାନ୍ତ ରହିଲେ ନବୀନ, ଗର୍ଜିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଲାଗି ଗତକାଲି ରାଉରକେଲା ଗସ୍ତରେ ଯାଇଥିଲେ । ଏହି ସମୟରେ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାର୍ଡ ନବୀନଙ୍କ ହେଲିକପ୍ଟର ସହ ଲଗେଜ୍ ମଧ୍ୟ ଯାଞ୍ଚ କରିଥିଲେ । ଏସମ୍ପର୍କୀତ ଏକ…

ଟ୍ୱିନସିଟିରେ ମୋଦୀ ଓ ନବୀନଙ୍କ ହାଇ-ଭୋଲଟେଜ୍ ପ୍ରଚାର

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ପ୍ରାୟ ଦ୍ୱିପ୍ରହର ସମୟରେ ହାଇ-ଭୋଲଟେଜ୍ ନିର୍ବାଚନୀ ପ୍ରଚାର କରିବେ । ମୁଖ୍ୟମନ୍ତ୍ରୀ ଏପ୍ରିଲ୍ ୧୧ ତାରିଖରେ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ…

ନିର୍ବାଚନ ଖର୍ଚ୍ଚ ନିମନ୍ତେ ସ୍ୱାଧୀନ ପ୍ରାର୍ଥୀ ବିକିବେ ନିଜ କିଡନୀ !

ଗୌହାଟୀ : ଆସାମର ଜଣେ ଯୁବକ ଆଗାମୀ ଲୋକସଭା ନିର୍ବାଚନ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢିବାକୁ ଯାଉଛନ୍ତି । ତେବେ ନିର୍ବାଚନ ଲାଗି ଅର୍ଥରାଶି ଯୋଗାଡ କରିବା ପାଇଁ ସେ ନିଜ କିଡନୀ ବିକିବେ ବୋଲି କହିଛନ୍ତି । ଯାହାକୁ ନେଇ ଚାରିଆଡେ ଚର୍ଚ୍ଚା ଜୋର ଧରିଛି । ଆସାମର ମୋଦତୀ ଗ୍ରାମର ସୁକୁର ଅଲ୍ଲୀ…

ବିଜେପି ଟିକଟରେ ଜଗତସିଂହପୁର ଲୋକସଭା ଆସନରୁ ଲଢିବେ ବିଭୁ ତରାଇ

ଭୁବନେଶ୍ୱର : ଓଡିଶା ଲୋକସଭା ଓ ବିଧାନସଭା ଆସନ ଲାଗି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ଶନିବାର ଦିନ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳ ପକ୍ଷରୁ ଓଡିଶାର ଗୋଟିଏ ଲୋକସଭା ଆସନ ଓ ୨ଟି ବିଧାନସଭା ନିର୍ବାଚନୀମଣ୍ଡଳୀ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ବିଜେପି…

ନିର୍ବାଚନ ଲଢିବାକୁ ଇଚ୍ଛୁକ ମୟୁରଭଞ୍ଜ ଡାକ୍ତରଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସରକାରୀ ଡାକ୍ତର ଭୂଦାନ ମୁର୍ମୁଙ୍କ ଇସ୍ତଫା ପତ୍ରକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ନିର୍ବାଚନ ଲଢିବା ଲାଗି ସେ ଅକ୍ଟୋବର ୪ ତାରିଖରେ ଇସ୍ତଫା ଦେଇଥିଲେ । ଏନେଇ ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବୁଧବାର ଦିନ…

‘ଗୁଗୁଲ ରାଜନୈତିକ ବିଜ୍ଞାପନଦାତା’ ତାଲିକା ଶୀର୍ଷରେ ବିଜେପି

ନୂଆଦିଲ୍ଲୀ : ଗୁଗୁଲରେ ଭାରତୀୟ ରାଜନୈତିକ ବିଜ୍ଞାପନଦାତା ମାନଙ୍କ ମଧ୍ୟରେ ବିଜେପି ଶୀର୍ଷସ୍ଥାନରେ ରହିଥିବାବେଳେ କଂଗ୍ରେସ ରହିଛି ୬ନଂ ସ୍ଥାନରେ । ଗୁଗୁଲ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଭାରତୀୟ ରାଜନୈତିକ ବିଜ୍ଞାପନଦାତାଙ୍କ ମଧ୍ୟରେ ବିଜେପି ନାମରେ ୩୨ ପ୍ରତିଶତ ସେୟାର…

‘ୱାନ୍ ବାର୍,ୱାନ୍ ଭୋଟ୍’ ଭିତ୍ତିରେ ଓଡିଶାର ସମସ୍ତ ବାର ଆସୋସିଏସନରେ ନିର୍ବାଚନ ଆରମ୍ଭ

କଟକ : ଓଡିଶାରେ ସମସ୍ତ ୧୫୭ଟି ଓକିଲ ସଂଘର ନିର୍ବାଚନ ଶନିବାର ଦିନ ‘ୱାନ୍ ବାର୍ ୱାନ୍ ଭୋଟ୍’ ଆଧାରରେ ନିର୍ବାଚନ ଆରମ୍ଭ ହେଉଛି । ରାଜ୍ୟର ଥିବା ସମସ୍ତ ବାର ଆସୋସିଏସନ ଗୁଡିକରେ କାର୍ଯ୍ୟନିର୍ବାହୀ କମିଟି ଗଠନ କରିବା ନିମନ୍ତେ ଏହି ନିର୍ବାଚନ ଅନୁଷ୍ଠିତ ହେଉଛି । ଏଠାରେ…

ଓଡିଶାରେ ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଓଡିଶାର ୩ୟ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଗୁରୁବାର ଦିନ ଆରମ୍ଭ ହେବ ବୋଲି ଭାରତ ନିର୍ବାଚନ ଆୟୋଗ (ସିଇଓ) ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିସୂଚନା ଅନୁଯାୟୀ, ନାମାଙ୍କନ ଦାଖଲ ପ୍ରକ୍ରିୟା…

ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ଦାଖଲର ଶେଷ ଦିନ ଆଜି

ଭୁବନେଶ୍ୱର : ଓଡିଶାରେ ୨ୟ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଅନ୍ତିମ ତାରିଖ ଆଜି ଶେଷ ହେଉଛି। ଏପ୍ରିଲ୍ ୧୮ ତାରିଖରେ ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଆଦିର ୫ଟି ଲୋକସଭା ଓ ୩୫ଟି ବିଧାନସଭା ନିର୍ବାଚନୀମଣ୍ଡଳରେ ମତଦାନ ୨ୟ…