ବଢିଲା ବିଦ୍ୟୁତ ଦର, ଏପ୍ରିଲ ୪ରୁ ଲାଗୁ
ଭୁବନେଶ୍ୱର: ୨୦୨୧-୨୨ ପାଇଁ ବିଦ୍ୟୁତ ବୃୃଦ୍ଧିକୁ ଓଇଆରସିଙ୍କ ମଂଜୁରୀ ମିଳିଛି । ୟୁନିଟ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯାଇଛି । ଗତବର୍ଷ ତୁଳନାରେ ୫.୬୦ ପ୍ରତିଶତ ବଢିଛି । ଆସନ୍ତା ଏପ୍ରିଲ ୪ ତାରିଖରୁ ବର୍ଦ୍ଧିତ ଦର ଲାଗୁ ହେବ ବୋଲି ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ପକ୍ଷରୁ ସୂଚନା…