Latest Odisha News

BREAKING NEWS

Browsing Tag

Elephant Attack

ଦଳି ଦେଲା ଦନ୍ତା, ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା

ଢ଼େଙ୍କାନାଳ: ପୁଣି ହାତୀ ଉପଦ୍ରବ । ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା ଦନ୍ତା । ଅଳ୍ପକେ ବର୍ତ୍ତିଗଲେ ସ୍ୱାମୀ । ଏଭଳି ଘଟଣା ଘଟିଛି ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ମଝିଖମଣ ଗାଁରେ । ମୃତକ ହେଉଛନ୍ତି ନେତ୍ରମଣି ସାହୁ । ସୂଚନାମୁତାବକ, ସ୍ବାମୀ ଓ ସ୍ତ୍ରୀ ବିଲକୁ ଯାଇଥିବା ବେଳେ ହାତୀ…

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ବାରିପଦା: ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦ ପୁର ରେଞ୍ଜ ରଜାବସା ପଂଚାୟତର କୁକୁଡ଼ା ଯୋଡି ଅଂଚଳରେ ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ । ମୃତକଙ୍କ ନାଁ ଚତୁର୍ଭୁଜ ନାୟକ । ସକାଳୁ ଚତୁର୍ଭୁଜ ନିକଟସ୍ଥ ଜଙ୍ଗଲକୁ ଶୌଚ ହେବାକୁ ଯାଇଥିଲା ବେଳେ ଦନ୍ତା ପଲଙ୍କ ହାବୁଡ଼ରେ ପଡିଯାଇଥିଲେ । ଦନ୍ତା…

ହାତୀ ଆକ୍ରମଣରେ ପତ୍ନୀ ମୃତ, ସ୍ୱାମୀ ଗୁରୁତର ଆହତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅଞ୍ଚଳର ମାଟିସାହି ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ହାତୀ ଆକ୍ରମଣରେ  ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି । ଉକ୍ତ ଦମ୍ପତି ଦ୍ୱୟ ହେଲେ ସ୍ଥାନୀୟ ଗ୍ରାମର ସଜନୀ ଓ ଭରତ ପ୍ରଧାନ ।…

ସୁନ୍ଦରଗଡରେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା ହାତୀ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଫରେଷ୍ଟ ରେଞ୍ଜରେ ଗତକାଲି ବିଳମ୍ବିତ ରାତିରେ ଏକ ହାତୀ ଜଣେ ବୃଦ୍ଧାଙ୍କୁ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ରାଜଗାଙ୍ଗପୁର ଫରେଷ୍ଟ ରେଞ୍ଜରେ ଅବସ୍ଥିତ ତୁନମୁରା ପଞ୍ଚାୟତ ନିକଟସ୍ଥ ଅଟୋମୁଣ୍ଡା…

ହାତୀ ଆକ୍ରମଣରେ ୨ ମୃତ, ଜଣେ ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହାତୀ ଆକ୍ରମଣରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିବା ସହ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଦ୍ୱୟ ହେଲେ ସ୍ଥାନୀୟ ଗ୍ରାମର ବଂଶୀଧର ଛୁଆଳ ଓ କଲରାଝର ଗ୍ରାମର ସନାତନ ପ୍ରଧାନ। ମିଳିଥିବା…

ହାତୀ ଆକ୍ରମଣରେ ୨ ମୃତ, ଅଳ୍ପକେ ବର୍ତ୍ତିଲେ ୩ ଯାତ୍ରୀ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ନିକଟରେ ଏକ ଜଙ୍ଗଲୀ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତିଙ୍କ ସମେତ ଅନ୍ୟ ୩ଜଣ ଏକ ଅଟୋରିକ୍ସାରେ ଘରକୁ ଫେରୁଥିବା ବେଳେ ସେମାନେ ଅଚାନକ ହାତୀ ଆକ୍ରମଣର ଶିକାର ହୋଇଥିଲେ । ପରେ…