ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ଆଠଗଡ଼: ଜଙ୍ଗଲରୁ ପୁଣି ଦନ୍ତା ହାତୀର ମୃତଦେହ ଉଦ୍ଧାର । କଟକ ଜିଲ୍ଲା ଆଠଗଡ଼ ଖୁଣ୍ଟୁଣୀ ରେଞ୍ଜ ଅନ୍ତର୍ଗତ ରାଣୀ ବଣିଆ ସଂରକ୍ଷିତ ଜଙ୍ଗଲରୁ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି । ଅନୁମାନ କରାଯାଉଛି ଗତ 15 ଦିନ ତଳେ ହାତୀର ମୃତ୍ୟୁ ହୋଇଛି । ମୃତ୍ୟୁର ସଠିକ କାରଣ ଜଣା ପଡିନି । ତେବେ…