Latest Odisha News

BREAKING NEWS

Browsing Tag

Elephant Death

ଦନ୍ତା ମୃତ୍ୟୁ ଘଟଣାରେ ବାପପୁଅଙ୍କୁ ବାନ୍ଧିଲା ବନ ବିଭାଗ

ସୁବର୍ଣ୍ଣପୁର: ବିନିକା ବ୍ଲକ ମହଦା ଗାଁ ନିକଟ ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ ଘଟଣାରେ ବନ ବିଭାଗ ବାପପୁଅଙ୍କୁ ଗିରଫ କରିଛି । ଗିରଫ ୨ ଜଣ ହେଲେ ବୀରେନ୍ଦ୍ର ଶର୍ମା ଓ ଆଲାଉଦ୍ଦିନ ଶର୍ମା । ଉଭୟ ବାପପୁଅ ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିବା ବେଳେ ଦନ୍ତା ସେଥିରେ ପଡ଼ି ଯାଇଥିଲା ।…

ଗଞ୍ଜାମରେ ପୁଣି ଦନ୍ତା ହାତୀର ମୃତ୍ୟୁ

ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ଉତ୍ତର ଘୁମୁସର ବନଖଣ୍ଡରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଛି। ଗତ ଦୁଇ ମାସ ମଧ୍ୟରେ ପ୍ରାଣ ହରାଇଥିବା ଏହା ହେଉଛି ତୃତୀୟ ଦନ୍ତାହାତୀ। ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର ଘୁମୁସର ବନଖଣ୍ଡର ତାରାସିଂ ବନାଞ୍ଚଳ ଅଧିନ କାମ୍ପ ଗାଁ ନିକଟ ଜଙ୍ଗଲରେ ଗତ କିଛି…

୨ ହାତୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହେଲେ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ

କେନ୍ଦୁଝର: ୨ ମାଈହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି RCCF । କାର୍ଯ୍ୟରେ ଅବହେଳା ଅଭିଯୋଗରେ ସଦର ରେଞ୍ଜ ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବିତ କରାଯାଇଛି । ଫରେଷ୍ଟର ପ୍ରଦୀପ ବାରିକ ଓ ଫରେଷ୍ଟ ଗାର୍ଡ ମିତ୍ରଭାନୁ ନାୟକଙ୍କୁ ନିଲମ୍ବିତ କରିଛନ୍ତି RCCF । ଏନେଇ ଡିଏଫ୍ଓ…

ଘୁମୁସର ବନଖଣ୍ଡରେ ଦନ୍ତା ହାତୀ ମୃତଦେହ ଜବତ, ଦାନ୍ତ ଚୋରି

ବ୍ରହ୍ମପୁର: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡରେ ଏବେ ଅସୁରକ୍ଷିତ ହୋଇପଡ଼ିଛନ୍ତି ଦନ୍ତା ହାତୀ।ବୁଧବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବନାଞ୍ଚଳ ଓ ବେଲଗୁଣ୍ଠା ସେକ୍ସନ୍ ତଥା ଜଗନ୍ନାଥପ୍ରସାଦ ବ୍ଲକ୍ ଝାଡ଼ଭୂମି ପଞ୍ଚାୟତ କନ୍ଧନୂଆପଲ୍ଲୀ ଗ୍ରାମ ନିକଟ କାଜୁ ଜଙ୍ଗଲ ଭିତରୁ ଗୋଟିଏ ଦନ୍ତାହାତୀର…

ଦନ୍ତାହାତୀକୁ ପୋତି ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ; ୩ ଗିରଫ, ୨ ଜଣ ନିଲମ୍ବିଚ

ଅନୁଗୁଳ: ଦନ୍ତା ଦାନ୍ତ ନେଇଗେଲେ, ମାରି ଦେଇ ପୋତିଦେଲେ । ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଦନ୍ତା ଦାନ୍ତ ନେି ମାଟି ତଳେ ପୋତି ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବନ ବିଭାଗ । ଘଟଣାର ତଦନ୍ତ କରି ବନ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ ସାତକୋଶିଆ ଡିଏଫ୍ଓ ସରୋଜ…

ବୌଦ୍ଧ ହାତୀ ମୃତ୍ୟୁ ଘଟଣା: ୩ ବନ କର୍ମଚାରୀ ସସପେଣ୍ଡ

ବୌଦ୍ଧ: ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ବୌଦ୍ଧ ଜିଲ୍ଲା ବଘିଆପଡ଼ା ରେଞ୍ଜରେ ଦୁଇ ହାତୀ ମୃତ୍ୟୁ ଘଟଣାରେ ୩ ଜଣ ବନ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି । ବାଘିଆପଡ଼ା ସେକ୍ସନ ଫରେଷ୍ଟର ସୁଶୀଳ ହୋତା, ଜାମଖୋଲ ବିଟ୍ ଫରେଷ୍ଟ ଗାର୍ଡ ଜ୍ୟୋତିରଞ୍ଜନ ବାରିକ ଓ ଫରେଷ୍ଟ ଗାର୍ଡ…

[ଦେଖନ୍ତୁ ଭିଡିଓ] ସଙ୍କଟରେ ପଡିଛି ଗଜରାଜ : ହାତୀ ମୃତ୍ୟୁସଂଖ୍ୟା ବଢିଚାଲିଥିବା ବେଳେ ଦାୟୀ କିଏ ?

 ଭୁବନେଶ୍ୱର :  ସଙ୍କଟରେ ପଡିଛି ଗଜରାଜ ।  ଦିନକୁ ଦିନ ହାତୀ ମୃତ୍ୟୁସଂଖ୍ୟା ବଢିଚାଲିଥିବା ବେଳେ ନୀରବଦ୍ରଷ୍ଟା ପାଲଟିଛି ବନବିଭାଗରୁ ନେଇ ପ୍ରଶାସନ ।  ବନବିଭାଗର ଖାମଖିଆଲ ନୀତିକୁ ଏନେଇ ଦାୟୀ କରାଯାଇଛି । ହାତୀ ମୃତ୍ୟୁ ବଢିଚାଲିଥିବା ବେଳେ ଚମ୍ପୁଆ ରେଂଜରୁ ହାତୀ ନିପାତ ହେବାରେ…

[ଦେଖନ୍ତୁ ଭିଡିଓ] ସଙ୍କଟରେ ଗଜରାଜ: ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ

ଅନୁଗୁଳ : ସଙ୍କଟରେ ଗଜରାଜ। ପ୍ରତିଦିନ କେଉଁଠି ନା କେଉଁଠି ହାତୀ ମୃତ୍ୟୁ ହେଉଛି । ଏମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ମାନ ନିଆଯାଉଛି। ହେଲେ ଏବେ ବି ସଙ୍କଟରେ ଏହି ହାତୀ ବଂଶ । କେଉଁଠାରେ ବିଦ୍ୟୁତ ଆଘାତରେ ତ ଆଉ କେଉଁଠି ଶକାରୀର ଶିକାର ହେଉଛି ଏହି ହାତୀ। ଖାଲି ସେତିକି…

ବିଦ୍ୟୁତ ତାର ନେଲା ଦନ୍ତାର ଜୀବନ

ଅନୁଗୋଳ: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ । ଅନୁଗୋଳ ଜିଲ୍ଲା ନନ୍ଦପୁର ପଞ୍ଚାୟତର ମାଧପୁର ଜଙ୍ଗଲ ନିକଟରୁ ହାତୀର ମୃତଦେହ ଉଦ୍ଧାର ହୋଇଛି । ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି । ହାତୀଟି ମାଧପୁର ଜଙ୍ଗଲ ନିକଟରେ…

ସଙ୍କଟରେ ଗଜରାଜ

ଭୁବନେଶ୍ୱର : ବିପର୍ଯ୍ୟସ୍ତ ଅବସ୍ଥାରେ ହାତୀ ପଲ । କହିବାକୁ ଗଲେ ଏବେ କିଛି ଦିନ ହେଲା ଯେମିତି ହାତୀଙ୍କୁ ପଡ଼ିଛି ଶନିଦଶା । ଗୋଟିଏ ପରେ ଗୋଟିଏ ହାତୀର ମୃତ୍ୟୁ ହୋଇ ଚାଲିଥିବା ବେଳେ କିଛି ହାତୀ ବିପଦ ମୁହଁରେ ପଡିି ଛଟପଟ ହେଉଛନ୍ତି । କେଉଁଠି ହାତୀ ଦାନ୍ତ ପାଇଁ ହାତୀକୁ ହତ୍ୟା କରାଯାଉଛି ତ…