Latest Odisha News

BREAKING NEWS

Browsing Tag

Elephant Death

ହାତୀ ମୃତ୍ୟୁ ମାମଲା; କର୍ଲାପାଟ ଅଭୟାରଣ୍ୟ ଗସ୍ତରେ ପିସିସିଏଫ୍

କଳାହାଣ୍ଡି: ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀର ମୃତ୍ୟୁ ପରେ ସ୍ଥିତି ଅନୁଧ୍ୟାନ ପାଇଁ ମଙ୍ଗଳବାର ଦିନ କଳାହାଣ୍ଡି ଜିଲ୍ଲାର କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଗସ୍ତ କରିଛନ୍ତି ପିସିସିଏଫ୍ ଶଶି ପଲ୍। ପେଷ୍ଟେରେଲା ମଲ୍ଟୋସିଡା ବ୍ୟାକ୍ଟେରିଆ ଦ୍ଵାରା ସଂକ୍ରମିତ ହୋଇ ୬ଟି ହାତୀ…

ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ 

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ପୁଣି ଦନ୍ତା ହାତୀର ମୃତ୍ୟୁ ହୋଇଛି । ଜୁଜୁମୁରା କଂସର ଜଙ୍ଗଲରେ ବିଦ୍ୟୁତ ଆଘାତରେ ମାଈ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।  ଜଙ୍ଗଲରେ ହାତୀଟି ବାଉଁଶ ଗଛ ଭାଙ୍ଗି ଖାଉଥିବା ବେଳେ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ହାତୀବାରିରୁ ଜୁଜୁମୁରା ୧୧…

ରାଜ୍ୟର ଦୁଇଟି ସ୍ଥାନରେ ଦୁଇଟି ହାତୀର ମୃତ୍ୟୁ

ଭୁବନେଶ୍ୱର: ସଂକଟର ଗଜରାଜ । ଆଜି ରାଜ୍ୟର ଦୁଇଟି ସ୍ଥାନରେ ଦୁଇଟି ହାତୀର ମୃତ୍ୟୁ ହୋଇଛି । ସମ୍ୱଲପୁର ଜିଲ୍ଲାରେ ଗୋଟିଏ ହାତୀର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଆଖି ବୁଜିଛି ଗୋଟିଏ ହାତୀ ଛୁଆ । ସମ୍ବଲପୁର ଯଦୁ ଲୋଇସିଂହା ଅଞ୍ଚଳରେ ବିଲ ଭିତରେ ଏକ ଦନ୍ତା ହାତୀର ମୃତଦେହ…

ହାତୀ ଛୁଆ ମୃତ୍ୟୁ ଘଟଣା: ବଲଣ୍ଡା ଫରେଷ୍ଟ ଗାର୍ଡ ନିଲମ୍ବିତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ରାଉରକେଲା ବନଖଣ୍ଡ କୁଆଁରମୁଣ୍ଡା ବନ ରେଂଜ ଅଚଂଳରେ ପୋଖରୀରେ ବୁଡି ହାତୀ ଛୁଆ ମୃତ୍ୟୁ ଘଟଣାର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ଘଟଣା ବଲଣ୍ଡା ଫରେଷ୍ଟ ଗାର୍ଡ ସଂଘମିତ୍ର ମହାନ୍ତିଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ସେପଟେ ଏହି ଘଟଣାରେ…

ଅନୁଗୁଳରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡାପା ବନାଞ୍ଚଳ ଲକ୍ଷ୍ମୀପୁର ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ହାତୀ ମୃତ୍ୟୁ ନେଇ ଗ୍ରାମବାସୀ ମାନଙ୍କଠାରୁ ସୂଚନା ପାଇ ହଣ୍ଡାପା ରେଞ୍ଜ ଅଧିକାରୀ ଚୈତ୍ୟନ ବେହେରା ଘଟଣା ସ୍ଥଳରେ ପହଞ୍ଚିଥିଲେ। ପରେ ଦନ୍ତା ହାତୀର ମୃତଦେହ…

ଖୋର୍ଦ୍ଧାରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାମେଶ୍ୱର ନିକଟସ୍ଥ ଜଙ୍ଗଲ ନିକଟରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁଯାୟୀ କିଛିଦିନ ତଳେ ୨୦ରୁ ଉଦ୍ଧ୍ୱର୍ ହାତୀପଲ ଏହି ଅଞ୍ଚଳରେ ଖାଦ୍ୟ ଅନ୍ୱେଷଣରେ ପଶି ଆସିଥିଲେ । ଆଜି ସକାଳେ ସ୍ଥାନୀୟ…

ବାଲେଶ୍ୱର: ଦନ୍ତା ହାତୀ ମୃତ୍ୟୁ ଘଟଣାରେ ୨ ବନ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର : ବାଲେଶ୍ୱର ସ୍ଥିତ କୁଲଡିହା ଅଭୟାରଣ୍ୟରେ ଦନ୍ତା ହାତୀ ମୃତ୍ୟୁ ଘଟଣାରେ ଶୁକ୍ରବାର ଦିନ ବନଖଣ୍ଡ ଅଧିକାରୀ (ଡିଏଫଓ) କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ୨ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବିତଙ୍କ ମଧ୍ୟରେ କୁଲଡିହାର ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ରହିଛନ୍ତି ।…

ନୟାଗଡ ହାତୀ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ୨ ବନ କର୍ମଚାରୀ

ନୟାଗଡ : ବନଖଣ୍ଡ ଅଧିକାରୀ (ଡିଏଫଓ) ଶୁକ୍ରବାର ଦିନ କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ନୟାଗଡ ଜିଲ୍ଲା ପଞ୍ଚରିଡା ରେଞ୍ଜରେ ମୁତୟନ ହୋଇଥିବା ୨ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବିତଙ୍କ ମଧ୍ୟରେ ଫରେଷ୍ଟର କୈଳାଶ ପ୍ରଧାନ ଓ ଫରେଷ୍ଟ ଗାର୍ଡ ବିଶ୍ୱଜିତ ସାମନ୍ତରା ରହିଛନ୍ତି…