Latest Odisha News
Browsing Tag

Elephant dies

ଧାନବିଲରୁ ୨ଟି ହାତୀର ମୃତଦେହ ଠାବ

ସମ୍ବଲପୁର: ପୁଣି ହାତୀ ମୃତ୍ୟୁ । କୁଚିଣ୍ଡା ବାମରା ବନଖଣ୍ଡ ବଡ଼ରମା ରେଞ୍ଜ ତିଲେଇମାଲ ପତ୍ରା ଜଙ୍ଗଲ ନିକଟରୁ ୨ଟି ହାତୀଙ୍କ ମୃତଦେହ ମିଳିଛି । ଗୋଟିଏ ମାଈ ଓ ଗୋଟିଏ ଦନ୍ତାହାତୀର ମୃତଦେହ ମିଳିଥିବା ବେଳେ ହାତୀ ମୃତ୍ୟୁର କାରଣ ଜଣାପଡ଼ିନାହିଁ । ଖବର ପାଇବା ପରେ ତଦନ୍ତ ଆରମ୍ଭ କରିଛି ବନ…

ବାରହା ଶିକାର ଫାସରେ ପଡ଼ି ଆଖି ବୁଜିଲା ଦନ୍ତା

ଅନୁଗୁଳ: ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ଲାଗି ଦନ୍ତାହାତୀର ମୃତ୍ୟୁ ହୋଇଛି । ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଜଗନ୍ନାଥପୁର ଗାଁ ନିକଟ ଏକ ଆମ୍ବତୋଟାରୁ ମିଳିଥି ଦନ୍ତାହାତୀର ମୃତଦେହ । ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

କେନ୍ଦୁଝର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଇ ହାତୀର ମୃତ୍ୟୁ । କେନ୍ଦୁଝର ବନଖଣ୍ଡ ସଦର ବନାଞ୍ଚଳ ନରଣପୁର ସେକ୍ସନର ନେକଡ଼ାଘର ଜଙ୍ଗଲରେ ଘଟିଛି ଏହି ଅଘଟଣ । ଆଜି ଭୋରରୁ ୧୮ ଟିକିଆ ହାତୀ ପଲ ନେକଡ଼ାଘର ଜଙ୍ଗଲରେ ବୁଲିଥିଲେ । ସେହି ସମୟରେ ଏକ ମାଈ ହାତୀ ୩୩ କେଭି ତାର ସଂସ୍ପର୍ଶରେ…