Latest Odisha News
Browsing Tag

Elephant In Bhubaneswar

ରାଜଧାନୀରେ ହାତୀ: ରାତିରେ ଶୈଳଶ୍ରୀ ବିହାର ସରସ୍ୱତୀ ବସ୍ତିରେ ପଶି ଘର ଭଙ୍ଗିଲେ

ଭୁବନେଶ୍ୱର: ରାଜଧାନୀରେ ପଶିଲେ ହାତୀ । ଭୁବନେଶ୍ୱର ଶୈଳଶ୍ରୀ ବିହାର ସ୍ଥିତ ସରସ୍ୱତୀ ବସ୍ତିରେ ହାତୀ ଆତଙ୍କ । ଗତକାଲି ରାତିରେ ୩ଟି ହାତୀ ସରସ୍ୱତୀ ବସ୍ତିରେ ପଶିଥିଲେ । ଲୋକଙ୍କ ଘର ଭାଙ୍ଗିଛନ୍ତି । ହାତୀ ଆକ୍ରମଣରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ଛୁଆ ହାତୀକୁ ନେବା ପାଇଁ ସରସ୍ୱତୀ…

ରାଜଧାନୀରେ ବୁଲୁଛି ଦନ୍ତା ହାତୀ

ଭୁବନେଶ୍ୱର : ପୁଣି ରାଜଧାନୀରେ ପଶିଲା ହାତୀ । ଭୁବନେଶ୍ୱର ଖଣ୍ଡଗିରି ସ୍ଥିତ ଭରତପୁର ଜିଏ କଲୋନୀରେ ଗୋଟିଏ ଦନ୍ତା ହାତୀ ପଶିଯାଇଛି । କଲୋନୀ ପରିସରରେ ଥିବା ଏକ ଘରର ପାଚେରୀ ଭାଙ୍ଗି ଦେଇଥିବା ଜଣା ପଡିଛି । କିଛି ଗଛକୁ ବି ଭାଙ୍ଗି ଦେଇଥିବା ସୂଚନା ମିଳିଛି । ଏହି ଘଟଣା ପରେ ଭରତପୁର…