ଶାଗ ତୋଳିବା ବେଳେ କଚାଡ଼ି ମାରିଲା ହାତୀ: ଦୁଇ ମୃତ ଓ ଜଣେ ଗୁରୁତର
ରାଇରଙ୍ଗପୁର: ଶାଗ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣ କଲା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ଭିତରେ ଜଣେ ନାବାଳିକା ଅଛି । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବିଶୋଇ ରେଞ୍ଜ ଅନ୍ତର୍ଗତ ଟୁଙ୍ଗରୁ ଜଙ୍ଗଲରେ ଏହି ଘଟଣା ଘଟିଛି…