ମୁଣ୍ଡଳୀରେ ଫସିଥିବା ଦନ୍ତା ହାତୀର ମିଳୁନି ପତ୍ତା
କଟକ: ମୁଣ୍ଡଳିରେ ଫସି ରହିଥିବା ହାତୀର ପତ୍ତା ମିଳୁନି । ଜୀବନ ବଞ୍ଚାଇବା ପାଇଁ ଘଣ୍ଟା ଘଣ୍ଟା ଧରି ସଂଘର୍ଷ କରୁଥିବା ହାତୀ ଛୁଆର କୌଣସି ଖୋଜ ଖବର ନାହିଁ । ଗତକାଲି ଦିନ ତମାମ ହାତୀଟି ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ବେଳେ ରାତିରେ ବନବିଭାଗ ହାତୀକୁ ଉଦ୍ଧାର କରିବା ପାଇଁ ହାତୀଟିକୁ…