ରାଜରାସ୍ତାରେ ଗଜରାଜ
ବାରିପଦା: ଜଙ୍ଗଲ ଛାଡ଼ି ଜନବସତି ମୁହାଁ ଗଜରାଜ । ରାଜରାସ୍ତାରେ ଦୀର୍ଘ ସମୟ ଧରି ଠିଆ ହୋଇ ରହିଲା ହାତୀ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ବୈଶିଙ୍ଗାରୁ ମାଣିତ୍ରୀକୁ ଯାଇଥିବା ରାସ୍ତାର ମୋହନପୁରରେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା । ରାସ୍ତା ଉପରେ ଦନ୍ତା ହାତୀ ଠିଆହୋଇଥିଲା…