Latest Odisha News

BREAKING NEWS

Browsing Tag

Elephant

ବିଧାନସଭାରେ ହାତୀଙ୍କ ହିସାବ ନିକାଶ ! ୧୦ ବର୍ଷ ଭିତରେ ମରିଛନ୍ତି ୭୮୪ ଓ ମାରିଛନ୍ତି ୯୨୫ ମଣିଷ

ଭୁବନେଶ୍ବର : ଗତ ୧୦ ବର୍ଷ ଭିତରେ, ଅର୍ଥାତ ୨୦୧୨-୨୦୨୨ ମଧ୍ୟରେ ରାଜ୍ୟରେ ୭୮୪ ହାତୀ ପ୍ରାଣ ହରାଇଛନ୍ତି ଓ ହାତୀଙ୍କ ଆକ୍ରମଣରେ ୯୨୫ ଜଣ ଲୋକଙ୍କର ଜୀବନ ହରାଇଛନ୍ତି । ହାତୀ ଓ ମଣିଷ ଲଢେଇରେ କାହାର କେତେ ଜୀବନ ଯାଇଛି, ଏନେଇ ଆଜି ବିଧାନସଭାରେ ବିସ୍ତୃତ ସୂଚନା ଦେଇଛନ୍ତି ଜଙ୍ଗଲ, ପରିବେଶ ଓ…

ହାତୀମୃତ୍ୟୁ ମାମଲାରେ କଠୋର ହେଲେ ହାଇକୋର୍ଟ, ୨୦ ସୁଦ୍ଧା ସତ୍ୟପାଠ ଦେବାକୁ JTFକୁ ନିର୍ଦ୍ଦେଶ

କଟକ : ରାଜ୍ୟରେ ହାତୀ ମୃତ୍ୟୁ ମାମଲାର ଶୁଣାଣି କରି ୫ଟି ବିଦ୍ୟୁତ ବିତରଣ କମ୍ପାନୀକୁ ଆଜି ନୋଟିସ ଦେଇଛନ୍ତି ହାଇକୋର୍ଟ । ଏଥିସହ ହାତୀ ମୃତ୍ୟୁ ରୋକିବାକୁ ପଦକ୍ଷେପ ସମେତ ଆକ୍ରମଣରେ ଜୀବନହାନୀ ଘଟିଲେ କ୍ଷତିପୂରଣ ସଂପର୍କରେ ଜଣାଇବାକୁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ଏପରିିକି ସମୟ…

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ଅନୁଗୁଳ: ଥମୁନି ହାତୀଙ୍କ ଉତ୍ପାତ । ଅନୁଗୁଳ ବ୍ଲକ ବସଲା ଗାଁରେ ଜଣେ ବୃଦ୍ଧ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ମୃତ ବୃଦ୍ଧ ଜଣକ ହେଲେ ସିଧେଶ୍ୱର ସେଠୀ । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ପୂର୍ବାହ୍ନରେ ସିଦ୍ଧେଶ୍ୱର ବଉଳି ନାଳ ନିକଟକୁ କାଠ ଆଣିବାକୁ ଯାଇଥିଲେ ହେଲେ ଆଉ ଘରକୁ ଫେରି…

ପରଜଙ୍ଗରେ ହାତୀ ଆତଙ୍କ : ବୃଦ୍ଧ ଓ ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ଢେଙ୍କାନାଳ : ଦିନକୁ ଦିନ ବଢି ଚାଲିଛି ହାତୀ ଉପଦ୍ରବ । ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ହାତୀ । ଫଳରେ ଦନ୍ତା ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ହୋଇଛି ।ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖାଲପାଳ ଗାଁର ବୃଦ୍ଧ ଅଲେଖ ନାୟକ ଘର ପାଖ ପଡ଼ିଆକୁ ଶୌଚ ହେବାକୁ…

ଦମ୍ପତିଙ୍କ ଆଖି ଆଗରେ ଦୁଇ ପୁଅଙ୍କୁ ଦଳିଦେଲା ହାତୀ

ଝାରସୁଗୁଡ଼ା: ବାପାମାଆଙ୍କ ଆଖି ଆଦରେ ଚାଲିଗଲା ୨ ପୁଅଙ୍କ ଜୀବନ । ଦେଖୁ ଦେଖୁ ଦଳିଦେଲା ହାତୀ । ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକ ଭଉଁରା ଗାଁ ନିକଟରେ । ହାତୀ ଆକ୍ରମଣରେ ୨ ନାବାଳକ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ, ସ୍ତ୍ରୀ ଆହତ ହୋଇଛନ୍ତି ।…

ଚାଷ ଜମିରେ ଯୁବକଙ୍କୁ ଦଳିଦେଲା ଦନ୍ତା

କାମାକ୍ଷାନଗର : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବସୁଲେଇ ଗାଁରେ ହାତୀ ଆତଙ୍କ । ୩୩ ଟି ହାତୀକୁ ଦେଖି ଗାଁଲୋକେ ଛାନିଆ । ଏହାସହ ଚାଷ ଜମିରେ ଜଣେ ଯୁବକଙ୍କୁ ଦଳି ଦେଇଛି ଦନ୍ତା । ମୃତ ଯୁବକ ଜଣକ ବସୁଲେଇ ଗାଁର ରାମ ବେହେରା । ରାମ ନିଜ ଘର…

ଟ୍ରାଙ୍କୁଲାଇଜ ହୋଇଥିବା ହାତୀକୁ ସ୍ଥାନାନ୍ତରଣ ପାଇଁ ଉଦ୍ୟମ

ଭୁବନେଶ୍ବର : ଗତକାଲି ରାତିରେ ରାଜଧାନୀରେ ଆତଙ୍କ ଖେଳାଇଥିଲା ଦନ୍ତାହାତୀ । ଆଜି ଭୋରରୁ ହାତୀଟିକୁ ଆଇଗିଣିଆ ଆର୍ୟୁବେଦ ପାର୍କରେ ଥିବା ବେଳେ ଟ୍ରାଙ୍କୁଲାଇଜ କରିଥିଲେ ବନ ବିଭାଗ । ଏନେଇ ହାତୀଟିକୁ ଚନ୍ଦକା ଜଙ୍ଗଲ ସ୍ଥାନାନ୍ତର କରାଯିବାକୁ ବ୍ୟବସ୍ଥା କରାଯାଇଛି। ଗତକାଲି ଦିନରେ…

ସୁବର୍ଣ୍ଣପୁରରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର : ଗାଁ ମୁହାଁ ହେଉଛନ୍ତି ହାତୀପଲ । ଉଜୁଡ଼ି ଗଲାଣି ଧାନ ଫସଲ । ଚାଷୀ ମୁଣ୍ଡରେ ପଡ଼ିଲା ଚଡ଼କ । ହାତୀ ପଲ ଦିନ ବେଳା ନିକଟସ୍ଥ ଜଙ୍ଗଲରେ ଆଶ୍ରୟ ନେଇଥିବା ବେଳେ ରାତିରେ ଆସି ଧାନ ବିଲ ଗୁଡିକରେ ଧାନ ନଷ୍ଟ କରି ପୁଣି ଜଙ୍ଗଲକୁ ଫେରି ଯାଉଛନ୍ତି  । ହାତୀପଲ ଗାଁ ଛାଡି ଯାଉନଥିବାରୁ…

ଦନ୍ତାଙ୍କ ପାଇଁ କାଳ ଜଙ୍ଗଲରେ ଶିକାରୀ ବିଛାଉଥିବା ବିଦ୍ୟୁତ୍ ତାର

ଅନୁଗୁଳ: ଦୁଇ ଦିନରେ ଆଖି ବୁଜିଲେଣି ଦୁଇ ଦୁଇଟି ଦନ୍ତା । ଜଙ୍ଗଲରେ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ଆଉ ଏକ ହାତୀର ମୃତ୍ୟୁ ହୋଇଛି । ଆଠମଲ୍ଲିକ କିଆକଟାର ମୁଣ୍ଡାପଡା ଗାଁ ନିକଟରେ ହାତୀର ମୃତଦେହ ମିଳିଛି । ଗାଁ ଲୋକଙ୍କ ଠାରୁ ଖବର ପାଇଁ ବନ ବିଭାଗ ତଦନ୍ତ ଆରମ୍ଭ କରିଥିବା…

ଲେମ୍ବୁପାଲିରେ ହାତୀ ଆତଙ୍କ

ସୁବର୍ଣ୍ଣପୁର :  ଲେମ୍ବୁପାଲି ଗାଁ ରେ ଖେଳିଯାଇଛି ହାତୀ ଆତଙ୍କ  । ଭୟରେ ଦିନ କାଟୁଛନ୍ତି ଲୋକେ। ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଲେମ୍ବୁପାଲି ଅଞ୍ଚଳରେ ଦେଖିବାକୁ ମିଳିଛି ୧୩ ଟିକିଆ ହାତୀ ପଲ I ବଲାଙ୍ଗୀର ଜିଲ୍ଲା ଆଠଗାଁ ରେଞ୍ଜରୁ ଏହି ହାତୀପଲ ଆସିଥିବା ସୂଚନା ମିଳିଛି I…