Latest Odisha News

BREAKING NEWS

Browsing Tag

Elephant

ମୟୂରଭଞ୍ଜରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ: ରାଜ୍ୟରେ ହାତୀଙ୍କ ଉପଦ୍ରବ ଦିନକୁ ଦିନ ବଢୁଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଫରେଷ୍ଟ ରେଞ୍ଜର କୁଜିଆମ ସଂରକ୍ଷିତ ଜଙ୍ଗଲରେ କିଛି ହାତୀପଲ ପଶି ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ ଚଳାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ସ୍ଥାନୀୟ ଗ୍ରାମଗୁଡିକରେ ପାଖାପାଖି ୧୮ଟି ହାତୀ…

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟସ୍ଥ ଶାଲୁଆ ଛକ ଅଞ୍ଚଳରେ ମଙ୍ଗଳବାର ଏକ ହାତୀ ଆକ୍ରମଣରେ ଜଣେ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହୃଦୟାନନ୍ଦ ମଲ୍ଲିକ ଏବଂ ତାଙ୍କ ଘର ଗୋଦରବିଲି ଗ୍ରାମରେ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ସମ୍ପୃକ୍ତ…

ମୟୂରଭଞ୍ଜରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ: ରାଜ୍ୟରେ ହାତୀଙ୍କ ଉପଦ୍ରବ ଦିନକୁ ଦିନ ବଢୁଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଫରେଷ୍ଟ ଡିଭିଜନ୍ ନିକଟରେ କିଛି ହାତୀପଲ ପଶି ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ ଚଳାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ କରଞ୍ଜିଆ ଅନ୍ତର୍ଗତ ଦୁଧିଆଣି ରେଞ୍ଜ ସ୍ଥିତ ଗ୍ରାମଗୁଡିକରେ ପାଖାପାଖି…

ଖୋର୍ଦ୍ଧାରେ ହାତୀ ଆତଙ୍କ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାମେଶ୍ୱର ଗ୍ରାମ ନିକଟରେ ଏକ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ଗ୍ରାମ ମଧ୍ୟକୁ ପାଖାପାଖି ୯ରୁ ଅଧିକ ହାତୀ ପଲ ପ୍ରବେଶ କରିବା ସହ ଫସଲ ନଷ୍ଟ କରିଥିଲେ । ସେହି ହାତୀ ପଲ ମଧ୍ୟରୁ ଗୋଟିଏ…

ଖୋର୍ଦ୍ଧା ଓ ନୟାଗଡ ମୁହାଁ ହେଲେ ଚନ୍ଦକା ହାତୀପଲ

ଭୁବନେଶ୍ୱର: ଚନ୍ଦକା ଅଭୟାରଣ୍ୟର କିଛି ହାତୀପଲ ଖୋର୍ଦ୍ଧା ଓ ନୟାଗଡ ମୁହାଁ ହେଉଥିବା ବେଳେ ସେମାନଙ୍କ ଗତିବିଧି ଉପରେ ନଜର ରଖୁଛନ୍ତି ଭୁବନେଶ୍ୱର ବନଖଣ୍ଡ ଅଧିକାରୀ । ମିଳିଥିବା ସୂଚନାନୁଯାୟୀ ଏହି ୪୨ଟିକିଆ ହାତୀପଲ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ, ଚିଲିକା ଓ ନୟାଗଡ ଜିଲ୍ଲାର ରଣପୁର ଅଞ୍ଚଳ…

ମୟୂରଭଞ୍ଜରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ: ରାଜ୍ୟରେ ହାତୀଙ୍କ ଉପଦ୍ରବ ଦିନକୁ ଦିନ ବଢୁଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଫରେଷ୍ଟ ଡିଭିଜନ୍ ନିକଟରେ କିଛି ହାତୀପଲ ପଶି ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ ଚଳାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଷୁଢିଆଣୀ ଫରେଷ୍ଟ ଡିଭିଜନ୍ ଅନ୍ତର୍ଗତ ଗ୍ରାମଗୁଡିକରେ ଗତକାଲି ରାତିରେ…

ଟ୍ରେନ୍ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ମୃତ୍ୟୁମୁଖରୁ ବଞ୍ଚିଲେ ୩୦ ହାତୀ

ଆଠଗଡ: ଟ୍ରେନ୍ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଅଳ୍ପକେ ବର୍ତ୍ତି ଯାଇଛି ୩୦ଟି ହାତୀଙ୍କ ଜୀବନ । ଏହି ଘଟଣା ଘଟିଛି କଟକ ସ୍ଥିତ ଆଠଗଡ ଅଞ୍ଚଳରେ । ମିଳିଥିବା ସୂଚନାନୁଯାୟୀ ରବିବାର ଅପରାହ୍ନରେ ଆଠଗଡ ବନଖଣ୍ଡ ଖୁଣ୍ଟୁଣୀ ଫରେଷ୍ଟ ରେଞ୍ଜ ଅଞ୍ଚଳର ମତ୍ସ୍ୟପୁର ରେଳ ଷ୍ଟେସନ ନିକଟରେ…

କେନ୍ଦୁଝର: ହାତୀ ଆକ୍ରମଣରେ ଛାତ୍ର ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ ଅନ୍ତର୍ଗତ କୁସୁମିତା ଗ୍ରାମର କସରା ସାହି ଅଞ୍ଚଳରେ ଗୁରୁବାର ଦିନ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ଆହତ ଛାତ୍ର ଜଣକ ସ୍ଥାନୀୟ ଏକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ରୟାନ ମୁଣ୍ଡା ବୋଲି ଜଣାପଡିଛି ।…

ସାତକୋଶିଆରେ ବିରଳ ପ୍ରଜାତି ହାତୀର ମୃତ୍ୟୁ

ଭୁବନେଶ୍ୱର : ସାତକୋଶିଆ ଅଭୟାରଣ୍ୟ ନିକଟରୁ ସୋମବାର ଦିନ ଏକ ହାତୀର ମୃତଦେହ ଉଦ୍ଧାର ହୋଇଛି । https://youtu.be/DsfPzfBvGJg ମୃତ ହାତୀଟି ବିରଳ ମାଖାନା (ଦାନ୍ତ ନଥିବା ଅଣ୍ଡିରା) ହାତୀ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଏହି ହାତୀଟି ଅନେକ ଦିନ ହେଲା ଅସୁସ୍ଥ ରହିବା…

ଅନୁଗୁଳ: ହାତୀ ଆକ୍ରମଣରେ ୨ ମୃତ

ଅନୁଗୁଳ : ଅନୁଗୁଳ ଜିଲ୍ଲା କଣିହାଁ ରେଞ୍ଜ ସୁଲେଇପାଳ ଅଞ୍ଚଳରେ ଶୁକ୍ରବାର ଦିନ ଏକ ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ମାନେ ହେଲେ ଦେବରାଜ ସାମଲ ଏବଂ ସୁଧାକର ମହାନ୍ତି। ମିଳିଥିବା ସୂଚନା ଅନୁଯାୟୀ ଦେବରାଜଙ୍କୁ ହାତୀ ଆକ୍ରମଣ କରିଥିବା ବେଳେ ଜୀବନ ବିକଳରେ ସେ…