Latest Odisha News

BREAKING NEWS

Browsing Tag

Elephants

ଆଉ ଯିବନି ଜୀବନ, ହାତୀଙ୍କ ବେକରେ ଲାଗିବ ରେଡିଓ କଲାର

ବାରିପଦା: ହାତୀ-ମଣିଷ ଲଢ଼େଇରେ ଲାଗିବ ବ୍ରେକ୍ । ଏଥିପାଇଁ ଓଡ଼ିଶା ସରକାର ବହୁସୂତ୍ରୀ ଯୋଜନା କରିଛନ୍ତି । ହାତୀ ବେକରେ ରେଡିଓ କଲାର ଲାଗିବ । ଏନେଇ ପିସିସିଏଫ୍ ସୁଶୀଲ କୁମାର ପୋପଲି କହିଛନ୍ତି, ’ଗଜବନ୍ଧୁ’ ଯୋଜନାରେ ହାତୀ-ମଣିଷ ଲଢ଼େଇ ରୋକିବାକୁ ରେଡିଓ କଲାର ଲଗାଯିବ । ଏନେଇ ବନ…

ହାତୀ ମୃତ୍ୟୁ ନେଇ ଧର୍ମେନ୍ଦ୍ରଙ୍କ ଉଦବେଗ, ନବୀନ ଓ ଭୂପେନ୍ଦରଙ୍କୁ ଚିଠି

ଭୁବନେଶ୍ବର : ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଖାସ କରି ହାତୀମାନଙ୍କର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ସମେତ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଜଙ୍ଗଲ…

ରାଜଧାନୀରେ ହାତୀ: ରାତିରେ ଶୈଳଶ୍ରୀ ବିହାର ସରସ୍ୱତୀ ବସ୍ତିରେ ପଶି ଘର ଭଙ୍ଗିଲେ

ଭୁବନେଶ୍ୱର: ରାଜଧାନୀରେ ପଶିଲେ ହାତୀ । ଭୁବନେଶ୍ୱର ଶୈଳଶ୍ରୀ ବିହାର ସ୍ଥିତ ସରସ୍ୱତୀ ବସ୍ତିରେ ହାତୀ ଆତଙ୍କ । ଗତକାଲି ରାତିରେ ୩ଟି ହାତୀ ସରସ୍ୱତୀ ବସ୍ତିରେ ପଶିଥିଲେ । ଲୋକଙ୍କ ଘର ଭାଙ୍ଗିଛନ୍ତି । ହାତୀ ଆକ୍ରମଣରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ଛୁଆ ହାତୀକୁ ନେବା ପାଇଁ ସରସ୍ୱତୀ…

ଲକ୍‌ଡାଉନର ପ୍ରଭାବ: ରାଜରାସ୍ତାରେ ଜଙ୍ଗଲୀ ଜୀବଜନ୍ତୁ !

ଭୁବନେଶ୍ୱର: ସମଗ୍ର ବିଶ୍ୱ ଏବେ କରୋନା ମହାମାରୀର ପୀଡ଼ା ଭୋଗୁଥିବା ବେଳେ ଅଧିକାଂଶ ରାଷ୍ଟ୍ର ପାଳୁଛନ୍ତି ଲକ୍‌ଡାଉନର ନିୟମ । ଲକ୍‌ଡାଉନ୍ ଯୋଗୁ ଏବେ ଅନେକ କଥା ମଣିଷ ଅଙ୍ଗେ ନିଭେଇବା ସହିତ ବହୁତ କଥା ଅନୁଭବ କରିପାରୁଛି । ମଣିଷ ଲଗାତର କେତେ ଦଶନ୍ଧି ଧରି ପ୍ରକୃତି ଉପରେ ଯେମିତି ଅତ୍ୟାଚାର…