ବିଶିଷ୍ଟ ଶିଳ୍ପପତି କମଳଜିତ ସିଂହଙ୍କ ପରଲୋକ
ଭୁବନେଶ୍ବର : ବିଶିଷ୍ଟ ଶିଳ୍ପପତି ତଥା କେଜେଏସ ଗ୍ରୁପର ଅଧ୍ୟକ୍ଷ କମଳଜିତ ସିଂହ ଆଲୁୱାଲିଆଙ୍କ ପରଲୋକ । ୭୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଭାରାତୀୟ ଖଣି ଓ ଲୌହ ଶିଳ୍ପ ଉଦ୍ୟୋଗ କ୍ଷେତ୍ରରେ କମଳଜିତ ସିଂହ ଜଣେ ପ୍ରମୁଖ ଓ ଜଣାଶୁଣା ବ୍ୟକ୍ତିତ୍ବ ଥିଲେ । ଜୀବନରେ ବହୁ ସଂଗ୍ରାମ ଓ…