ପରଲୋକରେ ପଞ୍ଚାନନ ମିଶ୍ର
ସମ୍ବଲପୁର : ବିଶିଷ୍ଟ ସାହିତ୍ୟିକ ପଞ୍ଚାନନ ମିଶ୍ରଙ୍କର ପରଲୋକ ଘଟିଛି । କିଛିଦିନ ଧରି ସେ ହୃଦ ରୋଗରେ ପୀଡ଼ିତ ଥିଲେ । ଜଣେ ଛାତ୍ରବତ୍ସଳ ଅଧ୍ୟାପକ ଭାବରେ ମଧ୍ୟ ସେ ପରିଚିତ ଥିଲେ ।
ହେ ମୋର ଅନୁଚ୍ଚାରିତ ଶବ୍ଦମାନେ, ସୀତାଙ୍କ ଶେଷରାତି, ସବ୍ୟସାଚୀର ଶୋକ, ଅନ୍ଧାରେ ଆଲୋକ ରାସ, ଲବଙ୍ଗ…