ପୁଲୱାମାର କାକାପୋରାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର: ଜମ୍ମୁ-କାଶ୍ମୀର ପୁଲୱାମାର କାକାପୋରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସମ୍ପୃକ୍ତ ଅଞ୍ଚଳରେ ୩ ଜଣ ଆତଙ୍କବାଦୀ ଥିବା ସୂଚନା ମିଳିବା ପରେ ଅଞ୍ଚଳକୁ କର୍ଡନ କରି ନେଇଛନ୍ତି ସୁରକ୍ଷାକର୍ମୀ । ଗୁଳି ବିନିମୟ ବେଳେ ଜଣେ ଆତଙ୍କବାଦୀ ନିହତ ହୋଇଥିବା…