Latest Odisha News

BREAKING NEWS

Browsing Tag

encounter

ଜମ୍ମୁ ଓ କଶ୍ମୀରର ବାରମୂଲାରେ ଫୁଟିଲା ଗୁଳି, ଜଣେ ଆତଙ୍କୀ ନିପାତ

ଶ୍ରୀନଗର : ଅଶାନ୍ତ ଜାମ୍ମୁ ଓ କାଶ୍ମୀର। ବାରମୁଲ୍ଲାରେ ସେନା ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିପାତ। ଆଜି ସକାଳୁ ସକାଳୁ ଜମ୍ମୁ ଓ କାଶ୍ମୀରର ବାରମୁଲ୍ଲା ଓ ରଜୌରୀରେ ଭାରତୀୟ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି…

ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା; ଟଳିଲେ ତିନି ଆତଙ୍କୀ

ଶ୍ରୀନଗର: ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ ସଫଳତା । ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିଛନ୍ତି ୩ ଆତଙ୍କୀ । ଜମ୍ମୁର ସିଧରା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୩ ଆତଙ୍କୀ ନିପାତ ହୋଇଛନ୍ତି । ଏହି ତିନିଜଣ ଆତଙ୍କୀ ଟ୍ରକରେ ସୀମା ପାର କରି କାଶ୍ମୀର ଆସୁଥିଲେ ।…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ମୃତ

କୋରାପୁଟ: ବୈପାରୀହୁଡ଼ା ଥାନା ମାଳି ପଦର ଜଙ୍ଗଲରେ ପୋଲିସ, ଏସଓଜି ଯବାନଙ୍କ ମିଳିତ କମ୍ବିଂ ଅପରେସନରେ ୨ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ୩ଟି ବନ୍ଧୁକ, ଗୋଟିଏ ଟିଫିନ୍ ବୋମା, ୫ଟି ଡିଟୋନେଟର, ଗୁଳି ସହ ତେଲୁଗୁ, ହିନ୍ଦୀ ଓ ଓଡ଼ିଆ ପୁସ୍ତକ ଏବଂ ଗଞ୍ଜେଇ ଜବତ ହୋଇଛି । ରାମଗିରି…

ଏନକାଉଣ୍ଟରରେ ୩ ‘ଲଶ୍କର୍‌-ଏ-ତୈବା’ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରରେ ଟାର୍ଗେଟ କିଂଲିର ମୁହଁତୋଡା ଜବାବ ଦେଉଛି ସେନା ।  ପୁଲ୍‌ୱାମା ଜିଲ୍ଲାରେ ଟାର୍ଗେଟ କିଂଲିର ଜଣେ ମାଷ୍ଟରମାଇଣ୍ଡକୁ ଧରିବାକୁ ଯାଇ ଦୀର୍ଘ ଏଗାର ଘଣ୍ଟା ବ୍ୟାପୀ ଚାଲିଥିବା ଆତଙ୍କବାଦୀ ମୁକାବିଲା ଅଭିଯାନରେ ୩ଜଣ ‘ଲଶ୍କର୍‌-ଏ-ତୈବା’ ଆତଙ୍କବାଦୀ ନିହତ…

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଟାର୍ଗେଟ କିଲିଂ ପରେ ଆତଙ୍କବାଦୀଙ୍କୁ ମୁହଁତୋଡା ଜବାବ ଦେଉଛି ସୁରକ୍ଷାବାହୀନି । ବିଭିନ୍ନ ଅଞ୍ଚଳରେ ସର୍ଚ ଅପରେସନ ଚାଲିଥିବା ବେଳେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟ ଲଗାତାର ଘଟୁଛି ।  ଜମ୍ମୁକାଶ୍ମୀରର କୁପୱାରାର ଚକଟତରାସ କାଣ୍ଡି ଅଞ୍ଚଳରେ ସୁରକ୍ଷାବାହିନୀର ଏନ୍‌କାଉଣ୍ଟରରେ ୨…

ରାଜଧାନୀରେ ଏନକାଉଣ୍ଟର୍: ଚକରାକୁ ଗୁଳି ଚୋଟ

ଭୁବନେଶ୍ୱର: ରାଜଧାନୀରେ ଏନକାଉଣ୍ଟର । ଗୁଳି ଖାଇଲା ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ । ଗତକାଲି ରାତିରେ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ଅପରାଧି-ପୋଲିସ ମୁହାଁମୁହିଁ ହୋଇଥିଲେ । ପୋଲିସ ଗୁଳିରେ ଚକରା ବାରିକ ଆହତ ହୋଇଛି । ତାର ଡାହାଣ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ…

ଜାମ୍ମୁ-କାଶ୍ମୀରର କୁଲଗାମରେ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ରବିବାର ଦିନ ଜାମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ଏନକାଉଣ୍ଟରରେ ଦୁଇଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଏହା ହେଉଛି ଜାନୁଆରୀ ୨୦୨୨ର ୭ମ ଏନକାଉଣ୍ଟର । ଏଯାଏଁ ୧୩ଜଣ ଆତଙ୍କବାଦୀଙ୍କୁ…

ପୁଲୱାମାରେ ସୁରକ୍ଷାବାହିନୀ ସହ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଜାମ୍ମୁ-କାଶ୍ମୀର:ଜାମ୍ମୁ-କାଶ୍ମୀୀର ପୁଲୱାମାରେ ସୁରକ୍ଷାବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ବୁଧବାର ସକାଳେ ଏହି ଘଟଣା ଘଟିଥିବା ପୋଲିସ କହିଛି । ନିହତ ଆତଙ୍କବାଦୀଙ୍କର ପରିଚୟ ମିଳିନାହିଁ । ବୁଧବାର ମଧ୍ୟରାତ୍ରି ପରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା…

ପୋଲିସ ଗୁଳିରେ ହାର୍ଡ଼କୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଏନକାଉଣ୍ଟର। ପୋଲିସ ଗୁଳିରେ ଜଣେ ହାର୍ଡ଼କୋର ମାଓବାଦୀ ନିହତ। ଛୋଟେ ଡ଼ଙ୍ଗର ଥାନା ଅନ୍ତର୍ଗତ ବହକର ଜଙ୍ଗଲରେ ନକ୍ସଲମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଏହାକୁ ଆଧାର କରି…

ମାଲକାନଗିରି ସୀମାନ୍ତ ଜଙ୍ଗଲରେ ଏନକାଉଣ୍ଟର, ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି:  ଛତିଶଗଡ ସିମାନ୍ତ  ସୁକୁମା ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାର୍ଡକୋର୍ ମାଓବାଦୀ ନିହତ ହୋଇଛି । କୋଣ୍ଟା ଥାନା ଅନ୍ତର୍ଗତ ମୋମପାଡ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ କରିଥିବା ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଡିଆରଜି ବାହିନୀର ଯବାନ ଆରମ୍ଭ କରିଥିଲେ କମ୍ବିଂ…