ଚୌଦ୍ୱାରରେ ପୋଲିସ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ
କଟକ: ଚୌଦ୍ୱାର ନିକଟରେ ରବିବାର ଦିନ ପୋଲିସ ଓ ଅପରାଧି ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ ହୋଇଛି ।
ଉକ୍ତ ଅପରାଧୀଙ୍କ ନାମ ଅଜୟ ସାହୁ ଓରଫ୍ ଜିତୁ ବୋଲି ଜଣାପଡିଛି ।
ତା’ ନିକଟରୁ ଗୋଟିଏ ବନ୍ଧୁକ ଓ ଗୋଟିଏ ଜୀବନ୍ତ ଗୁଳି ଜବତ ହୋଇଥିବା ନେଇ ପୋଲିସ…