ପୋଲିସ ଏନକାଉଣ୍ଟରରେ ୨ ଦୁର୍ଦ୍ଦାନ୍ତ ଅପରାଧି ଆହତ
ଭୁବନେଶ୍ୱର/ଖୋର୍ଦ୍ଧା: ଭୁବନେଶ୍ୱର ଓ ଖୋର୍ଦ୍ଧା ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଗୁରୁବାର ସକାଳେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛନ୍ତି ।
ଆହତ ଅପରାଧୀ ମାନଙ୍କ ନାମ ସୁଶାନ୍ତ ମାଝି ଓ ଜାମସେଦ୍ ଖାନ୍ ବୋଲି ଜଣାପଡିଛି ।
ମିଳିଥିବା ସୂଚନାନୁଯାୟୀ ଡକାୟତି ଉଦେ୍ଧଶ୍ୟରେ ନୟାଗଡରୁ…