Latest Odisha News

BREAKING NEWS

Browsing Tag

encounter

ରାଜଧାନୀରେ ପୁଣି ଏନକାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧି ଆହତ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରେ ପୋଲିସ ଏନକାଉଣ୍ଟର ଯୋଗୁଁ ରବିବାର ଦିନ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛନ୍ତି । ଆହତ ଅପରାଧୀ ମାନଙ୍କ ନାମ ସିପୁନ କବି ଓ ହରେକୃଷ୍ଣ ସ୍ୱାଇଁ ବୋଲି ଜଣାପଡିଛି । ଉଭୟଙ୍କ ଗୋଡରେ ଗୁଳି ବାଜିଥିବା ବେଳେ ଏହି ଦୁଇଜଣ ଅପରାଧିଙ୍କୁ ଚିକିତ୍ସା…

ରାଉରକେଲାରେ ପୋଲିସ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ରାଉରକେଲା: ରାଉରକେଲାର ଲାଠିକଟା ଥାନା ଅନ୍ତର୍ଗତ ଶିଉଡି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ହୋଇଥିବା ପୋଲିସର ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛି। ଆହତ ଅପରାଧୀ ଜଣକ ନାମ ସୁନୀଲ ମାଝି ବୋଲି ଜଣାପଡିଛି । ସୁନୀଲର ଜଙ୍ଘରେ ଗୁଳି ବାଜିଥିବା ବେଳେ ତାକୁ ଚିକିତ୍ସା…

କୋରାପୁଟରେ ପୋଲିସ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ଜୟପୁର: କୋରାପୁଟ ଜିଲ୍ଲାର ହାତୀଶାଳ ଛକ ନିକଟରେ ବୁଧବାର ଦିନ ପୋଲିସର ଏନକାଉଣ୍ଟରରେ ଜଣେ ଗଞ୍ଜେଇ ଚାଲାଣକାରୀ ଆହତ ହୋଇଛି । ଆହତ ଅପରାଧୀ ଜଣକ ନାମ କାବୁଲ ଖରା ବୋଲି ଜଣାପଡିଛି । ତା’ ଠାରୁ ଗୋଟିଏ କାର୍ ଓ ଗୋଟିଏ ପିସ୍ତଲ୍ ଜବତ କରିଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ। କାବୁଲର…

ଛତିଶଗଡରେ ଏନକାଉଣ୍ଟର, ୨ ନକ୍ସଲ ନିହତ

ରାୟପୁର: ଛତିଶଗଡ଼ ଜିଲ୍ଲାର କାଙ୍କେର ସ୍ଥିତ ତାଡକୋଇ ଅଞ୍ଚଳରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହେବାଫଳରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଆଜି କାଙ୍କେର ସ୍ଥିତ ତାଡକୋଇ ଅଞ୍ଚଳରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ…

ଗଞ୍ଜାମରେ ପୋଲିସ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ୍ ଥାନା ଅନ୍ତର୍ଗତ ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଶୁକ୍ରବାର ଦିନ ଜଣେ କୁଖ୍ୟାତ ଅପରାଧୀ ଆହତ ହୋଇଛି। ଆହତ ଅପରାଧୀ ଜଣକ ମନୋଜ ସ୍ୱାଇଁ ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ଏହି ଘଟଣାରେ ୪ ଜଣ ପୋଲିସ ଅଧିକାରୀ ମଧ୍ୟ ଆହତ ହୋଇଛନ୍ତି ।…

କୋରାପୁଟରେ ପୋଲିସ ଏନକାଉଣ୍ଟର, ୫ ମାଓବାଦୀ ନିପାତ

କୋରାପୁଟ : କୋରାପୁଟ ଜିଲ୍ଲାର ପଡୁଆ ଥାନା ନିକଟରେ ବୁଧବାର ଦିନ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୫ ଜଣ ମାଓବାଦୀ ନିପାତ ହୋଇଛନ୍ତି । https://twitter.com/ANI/status/1126079350967640066?s=08 ମିଳିଥିବା ସୂଚନାନୁଯାୟୀ କୋରାପୁଟ ଜିଲ୍ଲାର ପଡୁଆ ଥାନା…

ଛତିଶଗଡରେ ଏନକାଉଣ୍ଟର, ୨ ନକ୍ସଲ ନିହତ

ରାୟପୁର: ଛତିଶଗଡ଼ ଜିଲ୍ଲାର ଦାନ୍ତେଓ୍ଵାଡା-ସୁକମା ଠାରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହେବାଫଳରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଆଜି ଦାନ୍ତେଓ୍ଵାଡା-ସୁକମା ଅଞ୍ଚଳରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣ…

କେନ୍ଦ୍ରାପଡା: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ଆହତ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାର ପାଟକୁରା ଥାନା ଅନ୍ତର୍ଗତ ଅର୍ଜୁନପୁର ନିକଟରେ ଶନିବାର ବିଳମ୍ବିତ ରାତି ହୋଇଥିବା ପୋଲିସର ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛି। ଆହତ ଅପରାଧୀ ଜଣକ ଶେଖ ନଦିମ ବୋଲି ଜଣାପଡିଛି । ନଦିମ ଠାରୁ ଗୋଟିଏ ଦେଶୀ ବନ୍ଧୁକ, ୨ଟି ଜୀବନ୍ତ…

ଜମ୍ମୁ-କାଶ୍ମୀର: ସୋପିଆନ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାର କେଲର ଅଞ୍ଚଳରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ସୋପିଆନ୍ ଜିଲ୍ଲାର କେଲର ଅଞ୍ଚଳରେ ଲୁଚି ରହିଥିବା ନେଇ…

ଛତିଶଗଡରେ ଏନକାଉଣ୍ଟର, ୪ ନକ୍ସଲ ନିହତ

ଋାୟପୁର : ଛତିଶଗଡର ସୁକମା ଜିଲ୍ଲାର ବିମାପୁରମରେ ସିଆରପିଏଫ୍ ଯବାନଙ୍କ ସହ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବାବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିପାତ ହୋଇଛନ୍ତି । https://twitter.com/ANI/status/1110370175243730944 ପ୍ରାପ୍ତ ସୂଚନା ଅନୁଯାୟୀ କିଛି…