ଦୁଇ ଓଟିଭି କର୍ମଚାରୀ ଗିରଫ
ଭୁବନେଶ୍ୱର: ସାରୁଆ ଜମି ବିବାଦରେ ଗିରଫ ହେଲେ ଓଟିଭିର ଦୁଇ କର୍ମଚାରୀ । ଇଂଜିନିୟର ଓ ସୁପରଭାଇଜରଙ୍କୁ ପୋଲିସ ଗିରଫ କରିଛି । ଠିକା କର୍ମଚାରୀଙ୍କୁ ଧମକ ଦେବା ଅଭିଯୋଗରେ ଏ ଦୁଇ ଜଣଙ୍କୁ ଗିରଫ କରାଯାଇଛି ।
ଅଭିଯୋଗ ଅନୁଯାୟୀ, ଆଜି ସାରୁଆ ଅଂଚଳରେ ଠିକା କର୍ମଚାରଙ୍କୁ ଓଟିଭିର ଇଂଜିନିଅର ଓ…