Latest Odisha News

BREAKING NEWS

Browsing Tag

Entertaiment

ଅକ୍ଷୟ ମହାନ୍ତିଙ୍କ ଜୀବନୀ ଗୀତକୁ ନେଇ ଫିଲ୍ମ – “ଖୋକା ଭାଇ ତମ ପାଇଁ” ଶୁଭ ମହୁରତ

ଭୁବନେଶ୍ୱର : କୁହୁ ସିନେ ଫ୍ଲିକ୍ସ ଓ ଭଦ୍ରା ମୋସନ ଷ୍ଟୂଡିଓ ମିଳିତ ଉଦ୍ୟମରେ ଓଡ଼ିଆ ଗୀତ ଓ ସଙ୍ଗୀତର ଅମଳିନ ପ୍ରତିଭା ଅକ୍ଷୟ ମହାନ୍ତିଙ୍କ ଉପରେ ଏକ ନିଆରା ଫିଲ୍ମ "ଖୋକା ଭାଇ ତମ ପାଇଁ" ର ଶୁଭ ମହୁରତ ଆର.ସି.ଏମ୍ ଜଗନ୍ନାଥ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଖୋକା ଭାଇଙ୍କ…

ଓଡ଼ିଆ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’ର ମହୁରତ୍

ଭୁବନେଶ୍ୱର : ଅନନମିସ୍ ପ୍ରଡକ୍ସନ ନିବେଦିତ ଚତୁର୍ଥ ଚଳଚ୍ଚିତ୍ର 'ଚନ୍ଦ୍ରବଂଶୀ'ର ମହୁରତ ବରମୁଣ୍ଡା ନିକଟସ୍ଥ କାଳୀ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ଏହି ଚଳଚ୍ଚିତ୍ରରେ ଯେଉଁଥିରେ ସିଦ୍ଧାନ୍ତ ମହାପାତ୍ର, ଶ୍ରୀତମ ଦାସ, ଆକାଶ ଦାସ ନାୟକ, ରାଜ ରାଜେଶ୍, ପୁନମ୍, ଜସ୍ମିନ୍, ଲିପସା, ଶକ୍ତି…

ମୁକ୍ତିଲାଭ ଅପେକ୍ଷାରେ ଓଲିଉଡ ମୁଭି ସିନ୍ଦୁରା

ଭୁବନେଶ୍ୱର : ରାସେଶ୍ୱରୀ ଏଣ୍ଟରଟେନମେଣ୍ଟ ବ୍ୟାନର ତଳେ ନିର୍ମିତ, ବିରଞ୍ଚି ନାରାୟଣ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ସିନ୍ଦୁରା ଖୁବଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଏକ ସାଧାରଣ କାହାଣୀକୁ ବେଶ ଚମତ୍କାର ଢଙ୍ଗରେ ଫିଲ୍ମରେ ଚିତ୍ରଣ କରାଯାଇଛି । ଯାହାକୁ ଜୀବନ୍ତ ରୂପେ ତୋଳି…

ଗୀତା କହିବାକୁ ନେଇ ବିବାଦ ଘେରରେ ଫିଲ୍ମ ‘ଓପେନହାଇମର’: ଦର୍ଶକ କହିଲେ-‘ଏହା ହିନ୍ଦୁ ଧର୍ମର ଅସମ୍ମାନ’

ମୁମ୍ବାଇ: ରିଲିଜ ହୋଇଛି ବହୁ ପ୍ରତୀକ୍ଷିତ ହଲିଉଡ଼ ଚଳଚ୍ଚିତ୍ର ଓପେନହାଇମର । ଦୁନିଆର ସବୁଠୁ ବଡ ନିର୍ଦ୍ଦେଶକ କ୍ରିଷ୍ଟୋଫର ନୋଲନ ଫିଲ୍ମ ‘ଓପେନହାଇମର’ ସହିତ ବକ୍ସ ଅଫିସରେ ଧମାଲ କରିଛନ୍ତି। ରିଲିଜ ହେବା ପରେ ୨୦୨୩ର ଏହା ସବୁଠୁ ବଡ଼ ଫିଲ୍ମ କୁହାଯାଉଥିବା ବେଳେ ଏହାର କ୍ରେଜ ସାରା ଭାରତରେ…

‘ସାଲାର’ ଟିଜର ଆଉଟ୍, ଦମଦାର ରୋଲ୍ ରେ ନଜର ଆସିଲେ ପ୍ରଭାସ

ମୁମ୍ବାଇ:  ‘ଆଦିପୁରୁଷ’ ଫିଲ୍ମ ବିବାଦ ପରିସରଭୁକ୍ତ ହୋଇଥିଲେ ହେଁ ଏଥିରେ ପ୍ରଭାସଙ୍କ ଅଭିନୟକୁ ଦର୍ଶକେ ବେଶ୍ ପସନ୍ଦ କରିଛନ୍ତି। ଏହି ସିନେମାରେ ସେ ପ୍ରଭୁ ଶ୍ରୀରାମଙ୍କ ଚରିତ୍ରରେ ନଜର ଆସିଥିଲେ। ତେବେ ଏବେ ସମସ୍ତଙ୍କ ନଜର ତାଙ୍କର ଆଗାମୀ ଦୁଇଟି ଫିଲ୍ମ ‘ସାଲାର’ ଏବଂ ‘ପ୍ରୋଜେକ୍ଟ କେ’…

ଅଭିନେତା ପିଣ୍ଟୁନନ୍ଦ ଚିକିତ୍ସା ପାଇଁ ଯିବେ ଦିଲ୍ଲୀ

ଭୁବନେଶ୍ୱର: ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । କିଛି ଦିନ ଧରି ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ ବୋଲି ସୂଚନା ଦିଆଯାଇଛି । ସେଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ କରାଯିବ  । ଏହି ଚିକିତ୍ସା ପାଇଁ…

ସଙ୍ଗୀତ କନସର୍ଟ ବେଳେ କୈଳାଶ ଖେରଙ୍କ ଉପରେ ଆକ୍ରମଣ

ବେଙ୍ଗାଲୁରୁ: କର୍ଣ୍ଣାଟକର ସଙ୍ଗୀତ କନସର୍ ଗାୟକ କୈଳାଶ ଖେରଙ୍କ ଉପରେ ଆକ୍ରମଣ କରାଯାଇଛି। କର୍ଣ୍ଣାଟକରେ ଚାଲିଥିବା ହାମ୍ପି ମହୋତ୍ସବରେ ଏହି ଘଟଣା ଘଟିଥିଲା । ଏହି ହାମ୍ପି ମହୋତ୍ସବରେ ସିନେମା ଜଗତର ଅନେକ କଳାକାର ଯୋଗ ଦେଇଥିଲେ  । ହାମ୍ପି ମହୋତ୍ସବ ଜାନୁଆରୀ ୨୭ ରୁ ୨୯ ପର୍ଯ୍ୟନ୍ତ…

ଅଡ଼ୁଆରେ ପଡ଼ିଲେ ଜ୍ୟାକ୍‌ଲିନ୍‌, ମାନହାନୀ କେସ୍‌ କଲେ ନୋରା ଫତେହୀ

ମୁମ୍ବାଇ: ପୁଣି ଅଡ଼ୁଆରେ ଛନ୍ଦି ହୋଇଗଲେ ବଲିଉଡ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ଣ୍ଣାଣ୍ଡିଜ୍‌ । ବଲିଉଡ ଡ୍ୟାନ୍ସିଂ ଷ୍ଟାର ନୋରା ଫତେହି ଅଭିନେତ୍ରୀ ଜ୍ୟାକଲିନଙ୍କ ନାଁରେ ମାନହାନି ମାମଲା କରିଛନ୍ତି । ସୁକେଶ ଚନ୍ଦ୍ରଶେଖରଙ୍କ ୨୦୦ କୋଟି ଠକେଇ ମାମଲା ଯୋଗୁ ଏବେ ବଲିଉଡରେ ଏହି ଦୁଇଜଣ…

ରିଲିଜ୍‌ ହେଲା ‘ଦମନ’ର ହିନ୍ଦୀ ଟ୍ରେଲର

ଭୁବନେଶ୍ୱର : ରିଲିଜ୍‌ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ହିନ୍ଦୀ ଟ୍ରେଲର । ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ରାଜ୍ୟରେ ଚହଳ ପକାଇଥିବା ବେଳେ ଏହି ଫିଲ୍ମକୁ ହିନ୍ଦୀ ଭାଷାରେ ପ୍ରସ୍ତୁତ କରାଯାଇଛି । ହିନ୍ଦୀ ଟ୍ରେଲର ରିଲିଜ ନେଇ ଚଳଚ୍ଚିତ୍ର ନିର୍ଦ୍ଦେଶକ ଦେବୀ ପ୍ରସାଦ ଲେଙ୍କା ସୂଚନା ଦେଇଛନ୍ତି ।…